ଗାଲୁଆପୁରରୁ ପପୁ ପମ୍ପମ୍: ଏଇ ପୂଜାରେ ମନୀଷା ସହ ଆସିବେ
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): ଚଳିତ ବର୍ଷ ପୂଜା ସିଜିନରେ ପ୍ରେକ୍ଷାଳୟକୁ ଆସିବାକୁ ସଜବାଜ ହେଉଛି ନୂଆ ଚଳଚ୍ଚିତ୍ର ‘ଗାଁର ନାଁ ଗାଲୁଆପୁର’। ଚଳଚ୍ଚିତ୍ରଟି ଅକ୍ଟୋବର ୧୫ ତାରିଖରେ ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ମିଳିଛି। ଶୁଣାଯାଉଛି ଗାଁର ନାଁ … Read More