ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍ କେସ୍ ରହିଥିବାବେଳେ ଆଉ ଗୋଟିଏ ହୋମ୍ କ୍ୱାରେଣ୍ଟିନ୍ କେସ୍ ରହିଛି। ଆପୋଲ ହସ୍ପିଟାଲ୍ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ … Read More