ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୫୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୦କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୭୭୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ବିଧାନସଭା ସମ୍ମୁଖରେ ଆଠଗଡ଼ ଅଞ୍ଚଳର ୩ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୁଣି ୩ ଜଣ ଚାଷୀ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଦେହରେ କିରାସିନି ଢ଼ାଳି ଆତ୍ମାହୁତି କରିବାକୁ ଉଦ୍ୟମ କରୁଥିବା ବେଳେ ସୁରକ୍ଷା କର୍ମୀମାନେ ସେମାନଙ୍କୁ କାବୁ କରିନେଇଯାଇଥିଲେ। ଏହି ଚାଷୀମାନେ ବିନା … Read More

୩୫୦୧ ଟଙ୍କା ହ୍ରାସ ପାଇଲା ସୁନା ଦର, ୫୬୮୫ଟଙ୍କା କମିଲା ରୂପା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୦ ଦିନରେ ସୁନା ଦରରେ ବ୍ୟାପକ ହ୍ରାସ ହୋଇଛି । ଏହି ସମୟ ମଧ୍ୟରେ ସରାଫା ବଜାରରେ ସୁନା ଦର ୧୦ ଗ୍ରାମ ପିଛା ୩୫୦୧ ଟଙ୍କା ଶସ୍ତା ହୋଇଛି । ସେହିପରି ରୂପା ଦର … Read More

ପରୀ ହତ୍ୟା ମାମଲାରେ ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ନୟାଗଡ ଜିଲ୍ଲାର ‘ପରୀ’ ମୃତ୍ୟୁ ମାମଲାର ଏସଆଇଟି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀ ଆଜି ବିଧାନସଭାରେ ଘୋଷଣା କରିଛନ୍ତି । ଏହା ସହ ବିରୋଧୀ ସଦସ୍ୟଙ୍କୁ … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୫୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ମହାପ୍ରଭୁଙ୍କ ଦୁର୍ଲ୍ଲଭ ନାଗାର୍ଜୁନ ବେଶ ସମ୍ପନ ; ନାଗାର୍ଜୁନ ବେଶରେ ଝଲସୁଛି ରତ୍ନ ସିଂହାସନ

ପୁରୀ, (ଓଡିଶା ଟାଇମ୍) : ବହୁ ପ୍ରତିକ୍ଷିତ ତଥା ବହୁ ଦୁର୍ଲଭ ଚତୁର୍ଦ୍ଧା ମୂର୍ତ୍ତିଙ୍କର ନାଗାର୍ଜୁନ ବେଶ ଦୀର୍ଘ ଅଢେଇ ଘଣ୍ଟା ପରେ ଶେଷ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇ ସକାଳ ସାଢ଼େ ୯ଟାରେ ପ୍ରଭୁଙ୍କ ଏହି ବେଶ ଶେଷ … Read More

କଳାହାଣ୍ଡିରେ ଲାଗିଲା ମାଓ ପୋଷ୍ଟର ଓ ବ୍ୟାନର, ପିଏଲଜିଏ ସପ୍ତାହ ପାଳନ ପାଇଁ ଆହ୍ବାନ

କଳାହାଣ୍ଡି, (ଓଡିଶା ଟାଇମ୍) :ଲାଞ୍ଜିଗଡରେ ପୁଣି ମାଓ ପୋଷ୍ଟର । ନିୟମଗିରି ଅଞ୍ଚଳରେ ରାସ୍ତା କାମକୁ ବିରୋଧ କରିଛନ୍ତି ଲାଲ ବାହିନୀ । ବଂଶଧାରା ଘୁମୁସୁର ନାଗାବଳି ଡିଭିଜନ ସଂଙ୍ଗଠନ ପକ୍ଷରୁ ୨ ତାରିଖ ରୁ ପିଏଲଜିଏ ସପ୍ତାହ ପାଳନ ପାଇଁ … Read More

୨୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୨୯ତାରିଖରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରାଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ ଦିଗରେ ଗତି କରିପାରେ ବୋଲି ଆକଳନ କରାଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ … Read More

ପୁଲିସ-ମାଓବାଦୀ ଗୁଳିବିନିମୟ – ଜଣେ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି, (ଓଡିଶା ଟାଇମ୍) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୁଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି। ମୃତ ମାଓବାଦୀର ନାମ କିଶୋର ବୋଲି ଜଣାପଡିଛି। ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ଗ୍ରାମ ନିକଟରେ ଏହି ଗୁଳି … Read More