ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ଟେଲିମେଡିସିନ ସେବା

ଭଦ୍ରକ, (ଓଡିଶା ଟାଇମ୍) :  ରାଜ୍ୟରେ ହୁ ହୁ ହୋଇ କରୋନା ସଂଖ୍ୟା ବଢିବାରେ ଲାଗିଛି। ଏହା ସହ ଭଦ୍ରକ ଜିଲାରେ ମଧ୍ୟ କରୋନା ସଂଖ୍ୟା ବଢୁଛି । କରୋନା ମହାମାରୀ ସଙ୍କଟ ସମୟରେ  ଜିଲ୍ଲାବାସୀଙ୍କୁ ଘରେ ବସି ସ୍ବାସ୍ଥ୍ୟ ସେବା … Read More

ରାଜ୍ୟରେ ଶହେ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ) : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଆଜି ରାଜ୍ୟରେ ୬୪୭ … Read More

ରାଜ୍ୟରେ ଆଉ ୬୪୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୭୫୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ । ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ଅସୁସ୍ଥତା କାରଣରୁ ତାଙ୍କୁ ମୁମ୍ବାଇ … Read More

ଗଞ୍ଜାମ ଜିଲ୍ଲାରେ ଆଜିଠୁ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗଞ୍ଜାମ ଜିଲାରେ ଅଣ ଆୟତ୍ତ କରୋନା ସଂକ୍ରମିତ। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । କରୋନା ମୁକାବିଲା ପାଇଁ ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି ପ୍ଲାଜମା ଥେରାପି … Read More

ସତ୍ୟନଗର ଶ୍ମସାନରେ ହେବ ବିଜୟ ମହାନ୍ତିଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଆ ସିନେମାର ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି । ଗତ କାଲି ସନ୍ଧ୍ୟାରେ ତାଙ୍କର ଅବସ୍ଥା ଗୁରୁତର ହେବା ପରେ କେୟାର ହସ୍ପିଟାଲଲରେ ଭର୍ତି କରାଯାଇଥିଲା । ମାତ୍ର ସେଠାରେ ତାଙ୍କର ପରଲୋକ … Read More

ଓଡ଼ିଆ ସିନେ ଜଗତର ବରିଷ୍ଠ କଳାକାର ବିଜୟ ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଆ ସିନେମାର ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି । ଆଜି ସନ୍ଧ୍ୟାରେ ତାଙ୍କର ଅବସ୍ଥା ଗୁରୁତର ହେବା ପରେ କେୟାର ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା । ମାତ୍ର ସେଠାରେ ତାଙ୍କର ପରଲୋକ ଘଟିଥିବା … Read More

ଘରୋଇ ବସ୍ ପାଇଁ ଟାକ୍ସ ରିହାତି କଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ନିଜର କାୟାବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । ଯାହାକି ସରକାର ମହାମାରୀକୁ ରୋକିବା ଲାଗି ଲକ୍ ଡାଉନ୍ ବ୍ୟବସ୍ଥା କରିଛନ୍ତି । ଏହି … Read More

ଭଲ ଖବର: ରାଜ୍ୟରେ ପୁଣି ସୁସ୍ଥ ହେଲେ ୪୫୭ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୪୫୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୨,୯୦୯ରେ ପହଁଚିଛି । ଗଞ୍ଜାମ ଜିଲ୍ଲାରୁ ୧୧୮, ନୟାଗଡ଼ରୁ ୫୩, କଟକରୁ … Read More

କରୋନା ଯୋଦ୍ଧାଙ୍କୁ ମିଳିବ ପ୍ରୋତ୍ସାହନ ରାଶି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ମାଡି ମାଡି ଚାଲିଥିବା ବେଳେ ସେମାନଙ୍କ ସେବାରେ ଲାଗିପଡିଛନ୍ତି କରୋନା ଯୋଦ୍ଧା । ଏନେଇ ରାଜ୍ୟରେ କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି । କେବଳ କରୋନା ପଜିଟିଭ … Read More