ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କଲେ ସରକାର

ଭୁବନେଶ୍ବର : ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଏହାର ମୁକାବିଲା ଓ ଲୋକଙ୍କର ସହାୟତା ପାଇଁ ଆଗେଇ ଆସିଛନ୍ତି କରୋନା ଯୋଦ୍ଧା । ସେମାନଙ୍କ ମଧ୍ୟରେ ଅଙ୍ଗନବାଡି ଓ ଆଶାକର୍ମୀ ଅନ୍ୟତମ । … Read More

ଫିଟ୍ ନ ରହିଲେ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର, (ଓଡିଶା ଟାଇମ୍) : ଟ୍ୱିନ୍‌ସିଟି ପୋଲିସ୍‌ କର୍ମୀଙ୍କ ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ନିଜକୁ ଫିଟନେସ୍‌ ନ ରଖିଲେ ବେତନ ବୃଦ୍ଧି ନ ହୋଇପାରେ। ଏଥିସହ ସ୍ୱାସ୍ଥ୍ୟଗତ କାରଣରୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇପାରେ। … Read More

ଆଜି ରାତି ୯ଟାରୁ ଲାଗୁ ହେବ ୧୪ ଦିନିଆ ଲକଡ଼ାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମହାମାରୀ କରୋନା ତାର କାୟା ବିସ୍ତାର କରି ଚାଲିଛି । ଦିନକୁ ଦିନ କରୋନା ସଂକ୍ରମଣ ବଢୁଛି । ଏହାରି ମଧ୍ୟରେ କରୋନା ସଂକ୍ରମଣର ହଟସ୍ପଟ ପାଲଟିଥିବା ରାଜ୍ୟର ୪ଟି ଜିଲା ଓ ଗୋଟିଏ … Read More

ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀଙ୍କୁ କରୋନା

ଉଦଳା, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ବଢିବାରେ ଲାଗିଛି। ତେବେ ଷ୍ଟେଟ୍ ବ୍ୟାଙ୍କରେ ଜଣେ କର୍ମଚାରୀ ଙ୍କ କରୋନା ପଜିଟିଭ ବାହାରିଛି ।ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ କରୋନା ନିଜର କାୟା ବିସ୍ତାର କରି ଚାଲିଛି। ତେବେ … Read More

ରାଜ୍ୟରେ ଆଜି ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶାରେ କରୋନା ନେଲା ଆଉ ୪ ଜଣଙ୍କ ଜୀବନ। ଏହି ୪ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୧୧୦କୁ … Read More

ରାଜ୍ୟରେ ଆଉ ୭୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା … Read More

ଜୁଲାଇ ୨୦ରୁ ରାଜ୍ୟରେ ଟେଲି ମେଡ଼ିସିନ ସେବା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ମହାମାରୀ ରାଜ୍ୟରେ ତାର କାୟା ବିସ୍ତାର କରିବାରେ ଲାଗିଛି। ଏଥିପାଇଁ ଜୁଲାଇ ୨୦ରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଟେଲି ମେଡ଼ିସିନ ସେବା । ପ୍ରଥମ ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୪୧ଟି ଜାଗାରେ ଏହି … Read More

ଭୁବନେଶ୍ବର ୟୁନିଟ୍ -୪ ମାର୍କେଟ୍ ସିଲ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବରରେ ଦିନକୁ ଦିନ କରୋନା ସଂଖ୍ୟା ବଢିବାରେ ଲାଗିଛି।  ସେଥିପାଇଁ ଭୁବନେଶ୍ଵର ୟୁନିଟ୍ -୪ ମାର୍କେଟ୍  ସିଲ୍ କରିଦିଆଯାଇଛି । ଭୁବନେଶ୍ବରରେ କେତେକ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବାପରେ ୟୁନିଟ୍ -୪ ମାର୍କେଟକୁ ସିଲ୍ କରାଯାଇଛି … Read More

ରାଜ୍ୟର ୪ ଜିଲ୍ଲା ଓ ରାଉରକେଲାରେ ଜାରି ହେଲା ଲକଡାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସ୍ଥିତି ଓ ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସମ୍ମିଳନୀରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଆସନ୍ତାକାଲି ରାତି ୯ଟାରୁ … Read More

ଭଲ ଖବର, ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କୁ ଡାକ୍ତରଖାନାରୁ ଘରକୁ ପଠାଇଦିଆଯାଇଛି  । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରରୁ ସର୍ବାଧିକ ୯୮, ଗଞ୍ଜାମରୁ ୮୪, ସୁନ୍ଦରଗଡରୁ ୪୬, ଗଜପତିରୁ … Read More