ଭୁବନେଶ୍ୱରରୁ ଆଉ ୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ମହାମାରୀ ତୀବ୍ର ଭାବେ ବ୍ୟାପିବାରେ ଲାଗିଲାଣି । ଗଞ୍ଜାମ ପରେ ପରେ ଭୁବନେଶ୍ୱରରେ ଅଧିକ ସଂକ୍ରମଣ ଆସିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱର ମହାନଗମ ଅଞ୍ଚଳରୁ ୬୦ ଜଣ ପଜିଟିଭ୍ … Read More

୩୬ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ୱ ବାଣ୍ଟିଲା ବିଜେଡି

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେଡ଼ିରେ ୩୬ ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତିି ମିଳିଛି । ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତି ଦେବା ସହ ସ୍ୱତନ୍ତ୍ର ଦାୟିତ୍ୱ ଦେଇଛନ୍ତି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ନୂତନ ଭାବେ ଦିଆଯାଇଥିବା ଦାୟିତ୍ୱ … Read More

ସ୍ୱାଭିମାନ ଅଞ୍ଚଳରୁ ବିପୁଳ ବିସ୍ଫୋରକ ସହ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି, (ଓଡିଶା ଟାଇମ୍) : ଆନ୍ଧ୍ରପ୍ରଦେଶ ସୀମାନ୍ତବର୍ତ୍ତୀ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ଗୁରସେତୁ ନିକଟରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଗୁରୁବାର ସକାଳେ ହୋଇଥିବା ଏହି ଏନକାଉଣ୍ଟରରେ ମାଓବାଦୀମାନେ ଯବାନଙ୍କୁ ସାମ୍ନା କରି ନ ପାରି ସେଠାରୁ … Read More

ବୁର୍ଲାରେ ପୁଣି ୪ କୋରୋନା ଯୋଦ୍ଧା ସଂକ୍ରମିତ

ସମ୍ବଲପୁର, (ଓଡିଶା ଟାଇମ୍) : ଜିଲ୍ଲାରେ ଆଜି ୪ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୪ ଜଣ ବୁର୍ଲା ଭୀମସାର କୋଭିଡ ଯୋଦ୍ଧା ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ବୁର୍ଲା ଭୀମସାର … Read More

କିଛି କର୍ମଚାରୀ କରୋନା ପଜେଟିଭ ଚିହ୍ନଟ ହେବା ପରେ ବନ୍ଦ ହେଲା ବ୍ରହ୍ମପୁର ବିଏମସି କାର୍ଯ୍ୟାଳୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ଅଣାୟତ୍ତ କରୋନା । ପ୍ରତିଦିନ ଶତାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ସେହିପରି ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟରେ କେତେକ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଅନ୍ୟ ସମସ୍ତ … Read More

ଚରମ ଅବହେଳା, ଅଳିଆଗଦାରେ ଆବେଦନ ପତ୍ର

ଚିଲିକା, (ଓଡିଶା ଟାଇମ୍): ଚିଲିକା ବ୍ଲକରେ ଘଟିଛି ଆଭାବନୀୟ ଘଟଣା । ବ୍ଲକ ଅଫିସ ପଛରେ ପଡିଛି ହିତାଧିକାରୀଙ୍କ ଆବେଦନ ପତ୍ର । ପ୍ରଧାନମନ୍ତ୍ରୀ ଆବାସ ପାଇଁ ଯୋଗ୍ୟ ହିତାଧିକାରୀମାନେ ଖଣ୍ଡିଏ ପକ୍କା ଘର ପାଇଁ ବ୍ଲକ ଅଫିସରେ ଆବେଦନ କରିଥିଲେ … Read More

ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଏହାସହ ରାଜ୍ୟରେ କରୋନା … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୯୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୩୯୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା, କିଛି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲେ ପାଣିପାଗ ବିଭାଗ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟର କେତେକ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ସମୟରେ କୋରାପୁଟ, କଳାହାଣ୍ଡି, … Read More

ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୦,୪୭୬କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ସର୍ବାଧିକ ୨୭୦, ସୁନ୍ଦରଗଡ଼ରୁ ୮୪, କେନ୍ଦୁଝରରୁ … Read More