ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୯୦ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରେ ୨୪ ଘଣ୍ଟାରେ ସର୍ବାଧିକ ୯୦ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୬୩ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ … Read More











