କେୟାର ହସ୍ପିଟାଲସ୍ ପକ୍ଷରୁ ଭୁବନେଶ୍ୱରରେ ବିରଳ ୟୁନିକମ୍ପାର୍ଟମେଂଟାଲ ଆଣ୍ଠୁ ରିପ୍ଲେସ୍‌ମେଂଟ୍ ସର୍ଜରି ସମ୍ପାଦିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଡକ୍ଟର ସନ୍ଦୀପ ସିଂହଙ୍କ ନେତୃତ୍ୱରେ କେୟାର ହସ୍ପିଟାଲସ୍‌ର ଅସ୍ଥିଶଲ୍ୟ ସର୍ଜନମାନଙ୍କ ଏକ ଟିମ୍ ପକ୍ଷରୁ ଭୁବନେଶ୍ୱରରେ ଏକ ବିରଳ ୟୁନିକମ୍ପାର୍ଟମେଂଟାଲ ନି ରିପ୍ଲେସମେଂଟ୍ (ୟୁକେଆର୍‌) ସର୍ଜରି କରାଯାଇଛି । ଏହି ନି ରିପ୍ଲେସମେଂଟ୍ ସର୍ଜରି ସମୟରେ … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୬୪୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୬୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବଢୁଛି ଶୀତ

ଭୁବନେଶ୍ବର, (ଓଡିଶା ଟାଇମ୍) :ବାତ୍ୟା ନିଭାର ଅତି ଭୟଙ୍କର ରୂପ ନେଇ ତାମିଲନାଡ଼ୁ ଓ ପୁଡୁଚେରିରେ ବ୍ୟାପକ କ୍ଷୟକ୍ଷତି କରିଛି। ଏହାର ପ୍ରଭାବରେ ବୁଧବାରଠାରୁ ଏହି ଦୁଇ ରାଜ୍ୟରେ ପ୍ରବଳ ବର୍ଷା, ପବନ ଆରମ୍ଭ ହୋଇଯାଇଛି। ସେହିପରି ବିଳମ୍ବିତ ରାତିରେ ବର୍ଷା … Read More

ଆଜି ଭାରତ ବନ୍ଦ ; ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ

ଭୁବନେଶ୍ବର, (ଓଡିଶା ଟାଇମ୍) : କେନ୍ଦ୍ର ସରକାରଙ୍କର ଜନ ବିରୋଧୀ ନୀତି ଓ ଏକଛତ୍ରବାଦ ଶାସନ ବିରୋଧରେ ଆଜି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି। ଆଜି ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ୨୪ଘଣ୍ଟିଆ ଧର୍ମଘଟରେ ବ୍ୟାବସାୟିକ … Read More

କେଉଁଠି ହେଲାଣି ଟିକା ? ଟିକାକୁ ଅପେକ୍ଷା..

ଭୁବନେଶ୍ବର, (ଓଡିଶା ଟାଇମ୍) : କେବେ ଆସିବ ଭୂତାଣୁ ନାଶକାରୀ ଭ୍ୟାକସିନ୍ । କୋରୋନା ପ୍ରତିଷେଧକ ଟିକା ପ୍ରସ୍ତୁତିରେ ସାରା ବିଶ୍ବ ଲାଗିଥିବା ବେଳେ ଅଧିକାଂଶ କମ୍ପାନି ତୃତୀୟ ପର୍ଯ୍ୟାୟ ସଫଳତା ହାସଲ ଅପେକ୍ଷାରେ । କେବେ ଆସିବ କୋରୋନା ଟିକା … Read More

କରୋନା ନୂଆ ଗାଇଡଲାଇନ୍‌; କଣ ସବୁ ଖୋଲିବ ଜାଣନ୍ତୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଡିସେମ୍ବର ମାସ ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ କରୋନା ଗାଇଡ୍ ଲାଇନ୍ ଜାରି କରିଛି। କଣ୍ଟେନମେଣ୍ଟ ଜୋନରେ ଗାଇଡ୍ ଲାଇନକୁ କଡାକଡି ମାନିବାକୁ ପରାମର୍ଶ ଦିଆଯାଇଛି। ତେବେ ରାତ୍ରି କାଳୀନ କର୍ଫ୍ୟୁ ଲଗାଇବା ପାଇଁ ରାଜ୍ୟ … Read More

ସମ୍‌ରେ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ବୁଧବାର ଦିନ ଏକ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ ହୋଇଯାଇଛି । ମେଡିକାଲ୍ … Read More

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More