ଆଗାମୀ ୨୪ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଲଘୁଚାପ ପ୍ରଭାବରେ ଆଗାମୀ ୨୪ଘଣ୍ଟା ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ନୂଆପଡା, ବଲାଙ୍ଗୀର, କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା … Read More

କ୍ୟାପିଟାଲ ହସ୍ପିଟାଲରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ଯରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ ।  ଏହା ମାରାତ୍ମକ ରୂପ ନେଉଛି । ଆଚାର୍ଯ୍ୟ ହରିହର କର୍କଟ ଗବେଷଣା କେନ୍ଦ୍ର, ଏସ୍‌ସିବି, ଏମ୍‌ସ ପରେ ଏବେ ପୁଣି କ୍ୟାପିଟାଲ ହସ୍ପିଟାଲରୁ କରୋନା ପଜିଟିଭ୍ … Read More

ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେପି ନେତ୍ରୀ ତଥା ବ୍ରଜରାଜନଗର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଗୁରୁତର ଭାବେ ଅସୁସ୍ଥ ହୋଇ ପଡ଼ିଛନ୍ତି। ଶନିବାର ରାତିରେ ତାଙ୍କୁ ବରଗଡ଼ ସ୍ଥିତ ଏକ ଘରୋଇ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି। ରାଧାରାଣୀ ଦୀର୍ଘ ଦିନରୁ … Read More

ଆସନ୍ତା ମଙ୍ଗଳବାରଠାରୁ କଟକରେ ଆଣ୍ଟିଜେନ୍ ଟେଷ୍ଟ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। କରୋନା ମହାମାରୀ ଯୋଗୁଁ ଆସନ୍ତା ମଙ୍ଗଳବାରଠାରୁ କଟକରେ ଆଣ୍ଡି ଜେନ ଟେଷ୍ଟ ଆରମ୍ଭ ହେବ । ଏହାଦ୍ୱାରା ଲୋକଙ୍କର କୋଭିଡ ଷ୍ଟାଟସ୍ ୨ରୁ ୩ଘଣ୍ଟା ମଧ୍ୟରେ ଜଣାପଡିବ । … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୯୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗୋଟିଏ ଦିନରେ ଏତେ ସଂଖ୍ୟକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିବା ରାଜ୍ୟରେ ଏହା ସର୍ବାଧିକ । ଏହାକୁ ମିଶାଇ ରାଜ୍ୟରେ ଏବେ ସୁଦ୍ଧା … Read More

କଟକ ସହରରୁ ବାହାରିଲେ ଆଉ ୭୪ କରୋନା ଆକ୍ରାନ୍ତ

କଟକ, (ଓଡିଶା ଟାଇମ୍) : କଟକରେ କାୟା ମେଲାଇବାରେ ଲାଗିଛି କରୋନା ଭାଇରସ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରବିବାର ଦିନ ରାଜ୍ୟରେ ୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତାହା ମଧ୍ୟରୁ … Read More

ଆଜି ଭୁବନେଶ୍ୱରୁ ୧୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ କରୋନା ଯୋଦ୍ଧା ମଧ୍ୟ ପଜିଟିଭ୍ ହୋଇଛନ୍ତି । ତେବେ କ୍ୱାରେଣ୍ଟାଇନ ସେଣ୍ଟରରୁ ୯ ଜଣ ଚିହ୍ନଟ … Read More

ଆସନ୍ତା 3 ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର … Read More

ହାଇକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) :  ଓଡିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାଫଳରେ ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ହାଇକୋର୍ଟର ନୂଆ ଓ ପୁରୁଣା ବିଲ୍ଡିକୁ ବନ୍ଦ କରିଦିଆଯାଇଛି । ସୂଚନାଯୋଗ୍ୟ ଯେ, ହାଇକୋର୍ଟର ଜଣେ କର୍ମଚାରୀ … Read More

ବିଏମ୍‌ସିର ଦୁଇ ଯନ୍ତ୍ରୀ ଓ ଡ୍ରାଇଭର କୋଭିଡ୍‌ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୨ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତ ୨ ଜଣ ଇଞ୍ଜିନିୟର ବୋଲି ଜଣାପଡ଼ିଛି। ସେହିପରି ଜଣେ ଡ୍ରାଇଭର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ବିଏମ୍‌ସିର ୨ଜଣ … Read More