ରାଜ୍ୟରେ କରୋନା ନେଲା ଆଉ ଦୁଇ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମହାମାରୀ କରୋନା ଆଉ ଦୁଇ ଜଣଙ୍କ ଜୀବନ ନେଇଛି। ଆଜି ମୃତ୍ୟୁ ବରଣ କରିଥିବା ଦୁଇ ଜଣ ବ୍ୟକ୍ତି ଗଞ୍ଜାମର ହୋଇଥିବା ଜଣାପଡିଛି। ଚିକିତ୍ସାଧିନ ଅବସ୍ଥାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ … Read More

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୨୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ଆଉ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଭୁବନେଶ୍ବରରୁ ଆଜି ଆଉ ୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର … Read More

ରାଜ୍ୟରେ କିନ୍ନରଙ୍କୁ ମିଳିବ ମଧୁବାବୁ ପେନସନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କିନ୍ନରମାନଙ୍କୁ ମଧୁବାବୁ ପେନସନ ମିଳିବ । କିନ୍ନରମାନଙ୍କୁ ମଧୁବାବୁ ପେନସନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାସହ ୪୮ଲକ୍ଷ ମଧୁବାବୁ ପେନସନଧାରୀଙ୍କୁ ସହାୟତା ମିଳିବ । ହିତାଧିକାରୀଙ୍କୁ ଆସନ୍ତା … Read More

କଳାହାଣ୍ଡିରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡି, (ଓଡିଶା ଟାଇମ୍) : କଳାହାଣ୍ଡି ଜିଲ୍ଲାରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ । ଆକ୍ରାନ୍ତଙ୍କ ମଧ୍ୟରେ ୪ ମହିଳା ଓ ଜଣେ ପୁରୁଷ ଅନ୍ତର୍ଭୁକ୍ତ ଅଛନ୍ତି । ଆକ୍ରାନ୍ତ ୫ ଜଣ ଭବାନୀପାଟଣା ୧୦ ନମ୍ବର ଓ୍ବାର୍ଡ ଅର୍କାବାହାଲି … Read More

ଅନଲାଇନରେ ପାଠ ପଢ଼ିବେ ଡିଗ୍ରୀ ଓ ପିଜି ଛାତ୍ରଛାତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ଅନ୍‌ଲାଇନ ଶିକ୍ଷାଦାନ ପାଇଁ ଗାଇଡ୍‌ଲାଇନ୍ ଜାରି କରିଛି ଉଚ୍ଚଶିକ୍ଷା ବିଭାଗ। ଆସନ୍ତା ୧୩ ତାରିଖରୁ ଅନ୍‌ଲାଇନ୍ ଟିଚିଂ ଆରମ୍ଭ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଗୋଟିଏ ଅନ୍‌ଲାଇନ ଗ୍ରୁପରେ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୪୯ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୪୯ କରୋନା ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୨ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ … Read More

ବନ୍ଦ ହେଲା ବରମୁଣ୍ଡା ରୁଚିକା ନର୍ସିଂହୋମ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱର ସ୍ଥିତ ବରମୁଣ୍ଡାରେ ଥିବା ରୁଚିକା ନର୍ସିଂହୋମ ବନ୍ଦ ହୋଇଛି । ସେଠାରେ କୋଭିଡ଼ ନିୟମ ପାଳନ ନହେଉଥିବା ଜଣାପଡ଼ିବା ପରେ ବିଏମସି ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା । କାରଣ ଦର୍ଶାଅ ନୋଟିସ … Read More

ଭୁବନେଶ୍ୱରରୁ ଆଜି ୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି  ରାଜ୍ୟରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୧୩ଜଣଙ୍କ ମଧ୍ୟରୁ ୮ଜଣ ସଙ୍ଗରୋଧରୁ ଓ ସ୍ଥାନୀୟ ଅଞ୍ଚଳରୁ ୫ଜଣ ଚିହ୍ନଟ ହୋଇଛନ୍ତି … Read More

ରାଜ୍ୟରେ ୫ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୫ ପର୍ଯ୍ୟନ୍ତ ବିଭିନ୍ନ  ଜିଲାରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଆସନ୍ତା କାଲି କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, … Read More

ଜୁଲାଇ ୩୧ ଯାଏଁ ଗାଡି ଚଳାଚଳ ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ କରୋନା ମହାମାରୀ ବଢି ଚାଲିଥିବା ବେଳେ ଏଥିରେ ଅଧିକ ପ୍ରଭାବିତ ହେଉଛି ଗଞ୍ଜାମ ଜିଲ୍ଲା । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି । ଜିଲ୍ଲା ପ୍ରଶାସନ … Read More