ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ,

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଅନଲକ୍ ୨ ଲାଗୁ ହୋଇଥିଲେ ବି କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଯାଉଛି । ଆଜି ୨୨୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । … Read More

ରାଜ୍ୟରେ ଆଉ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଖୋର୍ଦ୍ଧା ପୌରପରିଷଦ ଅଫିସ୍‌ରେ ପସିଲା କରୋନା

ଖୁର୍ଦ୍ଧା, (ଓଡିଶା ଟାଇମ୍) : ଖୋର୍ଦ୍ଧା ପୌରକାର୍ଯ୍ୟାଳୟରେ କରୋନା । ଆଜି ପୌରକାର୍ଯ୍ୟାଳୟକୁ ବିଶୋଧନ କରାଯିବା ସହିତ ସମସ୍ତ କର୍ମଚାରୀଙ୍କର ସ୍ବାବ୍ ଟେଷ୍ଟ କରାଯିବ । ଜଣେ କର୍ମଚାରୀ ଏବଂ ତାଙ୍କ ପୁଅ କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ … Read More

ବାହୁଡ଼ିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲା ୩ରଥ

ପୁରୀ, (ଓଡିଶା ଟାଇମ୍) : ବିନାଭକ୍ତରେ ହେଉ ପଛକେ ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ମଧ୍ୟ ଖୁବ୍‌ ସୁନ୍ଦର ଭାବେ ସୁରୁଖୁରୁରେ ସମ୍ପନ୍ନ ହୋଇଛି । ପ୍ରତିବର୍ଷ ଘୋଷଯାତ୍ରା ସମୟରେ ଯେଉଁଠି ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି । ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୪୮ … Read More

ରାଜ୍ୟରେ ବଢିଲା ବସ୍ ଭଡା

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁଣି ବଢିଲା ବସ୍‌ ଭଡା । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି କରାଯାଇଛି । ଏ ନେଇ ରାଜ୍ୟ ଘରୋଇ ବସ୍ ମାଲିକ … Read More

ଭୁବନେଶ୍ୱରରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨ଜଣ ରାଜଧାନୀ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୧୨ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ ଓ ସ୍ଥାନୀୟ ଅଞ୍ଚଳରୁ ୮ଜଣ କରୋନା … Read More

କଟକରୁ ଆଜି ୭ କରୋନା ପଜିଟିଭ୍ ଚିହ୍ନଟ, ୬ ଜଣଙ୍କର କ୍ୟାନସର ହସ୍ପିଟାଲ ଲିଙ୍କ୍

କଟକ, (ଓଡିଶା ଟାଇମ୍) : କଟକରୁ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୬ ଆକ୍ରାନ୍ତ କ୍ୟାନସର ହସ୍ପିଟାଲର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ଆଟେଣ୍ଡାଣ୍ଟ ମଧ୍ୟ … Read More

ବାତିଲ ହେଲା ଯୁକ୍ତ ଦୁଇର ଅବଶିଷ୍ଟ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଂକ୍ରମଣ ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ର ଅବଶିଷ୍ଟ ପରୀକ୍ଷାଗୁଡ଼ିକ ବାତିଲ କରାଯାଇଛି । ଆଉ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡ଼ିବନି ବଳକା ଥିବା ପରୀକ୍ଷା … Read More

ଚାକିରିରୁ ବହିଷ୍କୃତ ହେଲେ ପୂର୍ବତନ ବିରମିତ୍ରପୁର ଆଇଆଇସି

ଭୁବନେଶ୍ବର, (ଓଡିଶା ଟାଇମ୍) : ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନା ପୂର୍ବତନ ଆଇଆଇସି ଆନନ୍ଦ ମାଝୀଙ୍କୁ କାର୍ଯ୍ୟରୁ ବହିଷୃତ କରିଛନ୍ତି ଓଡ଼ିଶା ପୁଲିସ ମହାନିର୍ଦେଶକ ଅଭୟ । ପୁଲିସ ମହାନିର୍ଦେଶକ ଅଭୟ ଟ୍ବିଟ୍ ଯୋଗେ ଏନେଇ … Read More