ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ମୃତକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ କରୋନା ଜନିତ ନୁହେଁ … Read More

ରାଜ୍ୟରେ ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜିଠାରୁ କାଉଣ୍ଟରରେ ସିଧା ସଳଖ ମିଳିବ ମଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ ଅନଲାଇନ ସହ ଅଫଲାଇନରେ ବି ମିଳିବ ମଦ । ସକାଳ ୭ରୁ ସନ୍ଧ୍ୟା ୬ ଯାଏଁ ମଦ ବିକ୍ରି ପାଇଁ ଅନୁମତି ମିଳିଛି । ଏଥିପାଇଁ ଅବକାରୀ ବିଭାଗ ପକ୍ଷରୁ ଅନୁମତି ମିଳିଛି । … Read More

ରାଜ୍ୟରେ ଆଉ ୪ ଦିନ ପ୍ରବଳ ବର୍ଷବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଛତିଶଗଡ଼ର ଉତ୍ତରାଞ୍ଚଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡ଼ା ଉତ୍ତରପୂର୍ବ ବିହାରରୁ ଓଡ଼ିଶାର ଉତ୍ତର ଉପକୂଳ ପର୍ଯ୍ୟନ୍ତ ଉତ୍ତରରୁ ଦକ୍ଷିଣରେ ଏକ ଟ୍ରଫଲାଇନ ରହିଛି। ଏହାର ପ୍ରଭାବରେ ମୌସୁମି ସକ୍ରିୟ … Read More

ରାଜ୍ୟରେ ରାତି ୯ରୁ ସକାଳ ୫ ଯାଏଁ ରାତ୍ରୀକାଳିନ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ରାତ୍ରୀକାଳିନ କର୍ଫ୍ୟୁର ସମୟସୀମାକୁ ରାତି ୯ରୁ ସକାଳ ୫ଟା ଯାଏଁ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ମୁଖ୍ୟ ଶାସନ ସଚିବ କହିଥିଲେ ଯେ, … Read More

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ୨୪୩ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୨୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୧୮୯ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଜପତିର ୫୯ … Read More

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବରରୁ ଆଜି ଆଉ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କୁ ମିଶାଇ … Read More

ଭିଡ଼ିଓରେ ପାଠ ପଢ଼ିବେ +୨ ଛାତ୍ରଛାତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଯୁକ୍ତ ୨ ଦ୍ୱିତୀୟ ବର୍ଷ ପାଠପଢ଼ା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପଦକ୍ଷେପ ନେଇଛି। ଭିଡିଓ ମାଧ୍ୟମରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ପାଠପଢ଼ା ହେବ। ଏଥିଲାଗି କାଲିଠାରୁ ୨ ଦିନିଆ ଓରିଏଣ୍ଟେସନ କାର୍ଯ୍ୟକ୍ରମ … Read More

ମଦୁଆଙ୍କ ପାଇଁ ଖୁସି ଖବର, କାଲିଠୁ କାଉଣ୍ଟରରେ ମଦ ବିକ୍ରି

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଙ୍କଟ ସମୟରେ ମଦ ପିଉଥିବା ଲୋକମାନଙ୍କ ପାଇଁ ଆସିଛି ଏକ ଆରାମଦାୟକ ଖବର । ଏଣିକି କାଉଣ୍ଟର ବା ଦୋକାନମାନଙ୍କରେ ବିକ୍ରି ହେବ ମଦ । କାଉଣ୍ଟରରେ ମଦ ବିକ୍ରି ନେଇ ଅନୁମତି ଦେଇଛି … Read More

ରାଜ୍ୟରେ କରୋନା ନେଲା ଦୁଇ ମହିଳାଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଯୋଗୁଁ ଆକ୍ରାନ୍ତଙ୍କ ସମେତ ମୃତ୍ୟୁ ସଂଖ୍ୟା ବି ବଢି ବଢି ଚାଲିଛି । ଏହାରି ମଧ୍ୟରେ ଆଜି ନୂଆ ୨୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ … Read More