ଆଗାମୀ ୪ଦିନ ଲାଗିରହିବ ବର୍ଷା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଉତ୍ତରପୂର୍ବ ବିହାରରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ଥିବାରୁ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ମୌସୁମି ସକ୍ରିୟ ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ପାରାଦ୍ବୀପରେ ସର୍ବାଧିକ ୫୩ ମିମି ବର୍ଷା ହୋଇଛି। … Read More

ରାଜ୍ୟରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ, ୭ହଜାର ଟପିଲା କରୋନା ସଂକ୍ରମିତ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ବାତିଲ ହେଲା ଯୁକ୍ତ ଦୁଇ ଅବଶିଷ୍ଟ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ବାତିଲ ହେଲା ଯୁକ୍ତ ଦୁଇ ଅବଶିଷ୍ଟ ପରୀକ୍ଷା। ପରୀକ୍ଷାର୍ଥୀଙ୍କୁ ଆଉ ଦେବାକୁ ପଡ଼ିବ ନାହିଁ ବାକି ଥିବା ପରୀକ୍ଷା। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଯେହେତୁ କେନ୍ଦ୍ର ମାନବ … Read More

ଖୁସି ଖବର: ରାଜ୍ୟରେ ଆଉ ୨୦୩ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୦୩ କରୋନା ଆକ୍ରନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪୯୪୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । … Read More

ପୁରୀରୁ ଆରମ୍ଭ ହେଲା ସେରୋଲୋଜିକାଲ ଟେଷ୍ଟ

ପୁରୀ, (ଓଡିଶା ଟାଇମ୍) :ପୁରୀରୁ ଆରମ୍ଭ ହୋଇଛି ସେରୋଲୋଜିକାଲ ଟେଷ୍ଟ । ବାହୁଡା ଯାତ୍ରା ଥିବାରୁ ପୁରୀକୁ ପ୍ରାଥମିକତା ଦିଆଯାଉଛି।  ପୁରୀ ପରେ ଭୁବନେଶ୍ୱରରେ ଏହି ଟେଷ୍ଟ କରାଯିବ । ତା ପରେ ଗଞ୍ଜାମ ,ଗଜପତି, ବଡ଼ମ୍ବା- ନରସିଂହପୁରରେ ହେବ। ଏହାସହ … Read More

ଭୁବନେଶ୍ଵରରୁ ୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୪୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରାଜଧାନୀ ଭୁବନେଶ୍ଵରରୁ ରହିଛନ୍ତି ୨୫ ସଂକ୍ରମିତ, ଯେଉଁଥିରୁ ୨୩ ଜଣ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବା ଲୋକାଲ କେସ୍‌। ହୋମ୍‌ … Read More

୭ ଦିନ ପାଇଁ ସଟଡାଉନ୍ ହେଲା ଛତ୍ରପୁର ଏନଏସି

ଗଞ୍ଜାମ, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଏନଏସିକୁ ୭ ଦିନ ପାଇଁ ସଟ ଡାଉନ୍ ଘୋଷଣା କରାଯାଇଛି । କାଲିଠାରୁ ଛତ୍ରପୁର … Read More

ଓଡିଶାକୁ ଆସିସାରିଛି କରୋନା ମେଡିସିନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ପାଇଁ ଆଶ୍ୱସ୍ତିର ଖବର।  ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର୍। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଏହା ସହ କଟକଣାକୁ ନେଇ … Read More

ଓଡ଼ିଶାର ଏହି ଜିଲ୍ଲାରେ ବଢ଼ିଲା କ୍ୱାରେଣ୍ଟିନ୍‌ ଅବଧି

ଗଜପତି, (ଓଡିଶା ଟାଇମ୍) : ଗଜପତି ଜିଲାରେ କ୍ବାରେଣ୍ଟାଇନ ଅବଧି ୨୧ ଦିନକୁ ବୃଦ୍ଧି କରିଛି ଜିଲା ପ୍ରଶାସନ। ସୋମବାରଠାରୁ ଏହି ନୂଆ ନିୟମ ଲାଗୁ କରାଯାଇଛି। ପୂର୍ବରୁ ୧୪ ଦିନ କ୍ବାରେଣ୍ଟାଇନରେ ରହିବା ବ୍ୟବସ୍ଥା ଥିଲା। କିନ୍ତୁ ୧୪ ଦିନ … Read More

ରାଜ୍ୟରେ ଆଉ ଦୁଇ ମୁଣ୍ଡ ଗଡାଇଲା ମହାମାରୀ କରୋନା

ଗଜପତି, (ଓଡିଶା ଟାଇମ୍) :ରାଜ୍ୟରେ ଆଉ ୨ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା ଭୂତାଣୁ। ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାରୁ ହୋଇଥିବା ଜଣାପଡ଼ିଛି। ତେବେ ଏହି କ୍ରମରେ ରାଜ୍ୟରେ କରୋନାରେ ମୋଟ ୨୩ ଜଣଙ୍କ ମୃତ୍ୟୁ ହେଲାଣି। ଏନେଇ … Read More