କଟକରେ କରୋନା ମୁକାବିଲା: ପ୍ରତି ଓ୍ୱାର୍ଡରେ କମିଟି, ମନିଟରିଂ କରୁଛନ୍ତି ବରିଷ୍ଠ ଅଧିକାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ମହାମାରୀକୁ ନେଇ ତାଜା ଅପଡେଟ୍ ଦେଇଛନ୍ତି ରାଜ୍ୟ ସରକାର । କଟକ ମ୍ୟୁନିସିପାଲିଟି ଅଞ୍ଚଳରେ ପ୍ରତି ୱାର୍ଡରେ କମିଟି ଗଠିତ ହୋଇଛି । ସହରାଞ୍ଚଳରେ ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯାଇଛି । ପ୍ରତି ୱାର୍ଡ ପାଇଁ … Read More

ରାଜ୍ୟ ପାଇଁ ଭଲ ଖବର ସୁସ୍ଥ ହେଲେ ଆଉ ୧୮୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୬୦୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ଜଣ … Read More

ରାଜଧାନୀରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରେ ଆଉ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ଜଣେ ହୋମ୍ କ୍ୱାରେଣ୍ଟାଇନରେ ଥିବା ବେଳେ ୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଏହାସହ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା … Read More

ଗଞ୍ଜାମ ଜିଲ୍ଲାରୁ ୫୮ କରୋନା ଆକ୍ରାନ୍ତ ଚିହ୍ନଟ, ଏଥିରୁ ୧୮ଜଣ କରୋନା ଯୋଦ୍ଧା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା … Read More

ପୁରୀ ରଥଯାତ୍ରା: ଆସନ୍ତାକାଲି ତିନି ରଥର ହେବ ଦକ୍ଷିଣ ମୋଡ଼

ପୁରୀ , (ଓଡିଶା ଟାଇମ୍) : ଆସନ୍ତାକାଲି ତିନି ରଥର ଦକ୍ଷିଣ ମୋଡ଼ କରାଯିବ । ସେନେଇ ରଥର ଯାଞ୍ଚ କରାଯାଇଛି । ତିନି ରଥକୁ ଯାଞ୍ଚ କରିଛନ୍ତି ରଥ ତଦାରଖ କମିଟି । ଶ୍ରୀମନ୍ଦିର ବୈଷୟିକ ଯନ୍ତ୍ରୀ, ପୂର୍ତ୍ତ ବିଭାଗ … Read More

୧୧ ଜିଲ୍ଲାରେ ଜାରି ରହିଛି ୪୮ଘଣ୍ଟିଆ ସଟଡାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି। ତେଣୁ ଜୁନ ମାସରେ ଅଧିକ ସଂକ୍ରମଣ ସଂଖ୍ୟା ବଢିବାର ଆଶଙ୍କା ଥିବାରୁ ସରକାରଙ୍କ ପକ୍ଷରୁ ଚଳିତ ମାସର ପ୍ରତି ସପ୍ତାହ ର ଶନିବାର ଓ ରବିବାର … Read More

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହିତ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ … Read More

ରାଜ୍ୟରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଜୁନ୍‌ ଠାରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବ ପ୍ରସ୍ତୁତି ଦ୍ୱାରା ବିପର୍ଯ୍ୟୟର ମୁକାବିଲା କରାଯାଇପାରିବ। ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଆଜି ଏନେଇ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ବାତ୍ୟା, ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି, … Read More

ହଟସ୍ପଟ୍ ଜିଲ୍ଲାରୁ ଭୁବନେଶ୍ୱରକୁ ଆସିଲେ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ

ଭୁବନେଶ୍ବର, (ଓଡିଶା ଟାଇମ୍) :ହଟସ୍ପଟ୍ ଜିଲ୍ଲାରୁ ଭୁବନେଶ୍ୱରକୁ ଆସିଲେ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ । କରୋନା ସ୍ଥିତିକୁ ନଜରରେ ରଖି ଏପରି କଟକଣା ଜାରି କରିଛି ବିଏମସି । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚାନ୍ଦ ଚୌଧରୀ । ବିଏମସି କମିଶନର … Read More