ରାଜ୍ୟ ପାଇଁ ଭଲ ଖବର, ଆଉ ୧୩୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ୧୩୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୪୨୨କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୩୧ଙ୍କ ମଧ୍ୟରୁ … Read More

ରାଜ୍ୟରେ ବଢିବ କୋଭିଡ୍ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଖ୍ୟା । ଜୁଲାଇ ମାସରେ କରୋନା ଟେଷ୍ଟ ବଢାଯିବ । ଏସସିବି, ଆଇସିଏମଆର, ଆଇଏଲଏସରେ ଟେଷ୍ଟ ବଢାଯିବ । ୭ଟି ମେଡିକାଲ କଲେଜରେ ୧୫୦ରୁ ୨ ଶହ … Read More

ଫାଇନ୍ ଗଣିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପିସିସି ସଭାପତିଙ୍କୁ ୫ ଶହ ଟଙ୍କା ଫାଇନ୍। ମାଷ୍ଟର କ୍ୟାଣ୍ଟିନ୍‌ରେ ବିକ୍ଷୋଭ ବେଳେ ସାମାଜିକ ଦୂରତା ନିୟମ ଉଲଂଘନ କରି ପିସିସି ସଭାପତି ୫ ଶହ ଟଙ୍କା ଜରିମାନା ଦେଇଛନ୍ତି। କରୋନା ମହାମାରୀ ପାଇଁ ସାରା … Read More

କରୋନା ପାଇଁ ବାତିଲ ହେଲା ସିଟିଇଟି ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ମହାମାରୀ କରୋନା କାରଣରୁ ବାତିଲ ହେଲା ସିଟିଇଟି ପରୀକ୍ଷା । ଗତକାଲି ଗୁରୁବାର ଦିନ ସୁପ୍ରିମକୋର୍ଟଙ୍କ ନିଷ୍ପତି ପରେ ସିବିଏସ୍‌ଇ ପକ୍ଷରୁ ସମସ୍ତ ପରୀକ୍ଷା ବାତିଲ ହୋଇଥିବା ବେଳେ ଆଜି ସିଟିଇଟି ପରୀକ୍ଷାକୁ ବାତିଲ କରାଯାଇଥିବା … Read More

ନାବାଳିକା ଗର୍ଭପାତ ଘଟଣାରେ ଥାନା ଅଧିକାରୀ ନିଲମ୍ବିତ

ସୁନ୍ଦରଗଡ଼ , (ଓଡିଶା ଟାଇମ୍) : ସୁନ୍ଦରଗଡ଼ ବୀରମିତ୍ରପୁରରେ ନାବାଳିକା ଦୁଷ୍କର୍ମ ଓ ବେଆଇନ ଭାବେ ଗର୍ଭପାତ କରାଯାଇଥିବା ଘଟଣା ଘଟିଥିଲା । ଏହି ମାମଲାରେ ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ନିଲମ୍ବିତ ହୋଇଛନ୍ତି । ତାଙ୍କୁ ନିଲମ୍ବନ … Read More

ଅନ୍ୟ ଜିଲାର ପୁଲିସଙ୍କୁ ପୁରୀ ମନା

ଭୁବନେଶ୍ବର, (ଓଡିଶା ଟାଇମ୍) : ବାହାର ଜିଲାର ପୁଲିସଙ୍କୁ ପୁରୀ ଯିବା ପାଇଁ ବାରଣ କରାଯାଇଛି। ଶ୍ରୀଜିଉଙ୍କ ଦର୍ଶନରେ ସ୍ବଚ୍ଛତା ଅବଲମ୍ବନ ଲାଗି ଡିଜିପି ଶ୍ରୀ ଅଭୟ ନିର୍ଦେଶ ଦେଇଛନ୍ତି। ସୂଚନାଅନୁସାରେ, ମହାପ୍ରଭୁଙ୍କ ନିଳାଦ୍ରୀବିଜେ ନହେବା ଯାଏଁ ପୁରୀରେ କଟକଣା ଲାଗୁ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୮ ଆକ୍ରାନ୍ତ, ୬ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ପୁଣି ୫୦ ନୂଆ ପଜିଟିଭି ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଇଛନ୍ତି  । ସେମାନଙ୍କ ମଧ୍ୟରୁ କିଛି ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ କିଛି ସଂଗରୋଧ କେନ୍ଦ୍ରରୁ … Read More

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ସରକାର ଓଏଏସ୍‌ସ୍ତରରେ ଏକ ଅଦଳବଦଳ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ବିଭୂତି ଭୂଷଣ ଦାସଙ୍କୁ ଓଡ଼ିଶା ଲୋକସେବା ଆୟୋଗର ସଚିବ ଭାବେ ନିଯୁକ୍ତିକୁ ବାତିଲ କରାଯାଇଛି । … Read More

ହାତୀ ଛୁଆ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ; ଶିକାରୀ ଗିରଫ

ରାଉରକେଲା, (ଓଡିଶା ଟାଇମ୍) : ଚାରି ମାସର ହାତୀ ଛୁଆକୁ ହତ୍ୟା କରିଥିବା ଅଭିଯୋଗରେ ଆଜି ବନ ବିଭାଗ ଅଭିଯୁକ୍ତ ଶିକାରୀକୁ ଗିରଫ କରିଛି। ଅଭିଯୁକ୍ତ ହେଲେ ପିତମହଲ ଗାଁର ରୁପୁ ବାରଲା(୩୭)। ତାଙ୍କଠାରୁ ବହୁ ପରିମାଣର ବନ୍ତଜନ୍ତୁର ସିଙ୍ଗ,ଧନୁ ତୀର, … Read More