ଏସ୍‌ସିବିରେ ଓପନ ହାର୍ଟ ସର୍ଜରୀ ବନ୍ଦ

କଟକ, (ଓଡିଶା ଟାଇମ୍) : ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ କଟକ ବଡ଼ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଓପନ ହାର୍ଟ ସର୍ଜରୀ ବନ୍ଦ କରାଯାଇଛି। ସ୍ଥିତି ସ୍ୱାଭାବିକ ହେବା ଯାଏ ଏସସିବିରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ ରହିବ ବୋଲି ସୂଚନା ମିଳିଛି … Read More

ଭୀଷଣ ବାତ୍ୟା ରୂପ ନେବ ‘ନିଭାର’

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୀଷଣ ବାତ୍ୟାର ରୂପ ନେବ ‘ନିଭାର୍‌’। ୨୫ ତାରିଖ ଅପରାହ୍‌ଣରେ ତାମିଲନାଡ଼ୁ ଓ ପୁଡୁଚେରି ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିମି ମଧ୍ୟରେ ରହିବ। ସ୍ଥଳବିଶେଷରେ ୧୨୦ କିମି ବେଗରେ … Read More

ଏନ୍‌କାଉଣ୍ଟରରେ ୩ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି, (ଓଡିଶା ଟାଇମ୍) :ମାଲକାନଗିରି-ଛତିଶଗଡ ସୀମାନ୍ତ କାଙ୍କେର ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳିବିନିମୟରେ ୩ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଛନ୍ତି । ଅନ୍ୟପଟେ ଜଣେ ଜବାନ ଆହତ ହୋଇଛନ୍ତି । ସୂଚନା ଅନୁସାରେ ରେଲଓ୍ବେ … Read More

୨୪ରେ ବାତ୍ୟାର ରୂପ ନେବ ‘ନିଭାର’

ଭୁବନେଶ୍ବର, (ଓଡିଶା ଟାଇମ୍) :ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି  ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି । ୨୪ ତାରିଖରେ ‘ନିଭାର’ ବାତ୍ୟା ରୂପ ନେବ ବୋଲି ଅନୁମାନ କରାଯାଉଛି । ଯାହା ୨୫ ତାରିଖ ଅପରାହ୍ନରେ ତାମିଲନାଡ଼ୁ ଉପକୂଳ ଛୁଇଁବାର ସମ୍ଭାବନା ରହିଛି … Read More

ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ   ଦେଶରେ  ମୋଟ କରୋନା ଆକ୍ରା‌ନ୍ତଙ୍କ ​ସଂଖ୍ୟା ୯୧ … Read More

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡିଶା ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲଙ୍କ ପତ୍ନୀଙ୍କ ପରଲୋକ ଘଟିଛି । ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସୁଶୀଳା ଦେବୀ ଗତ ନଭେମ୍ବର ୧ ତାରିଖରେ କରୋନା ସଂକ୍ରମିତ ହୋଇଥିଲେ … Read More

ସ୍କୁଲ ମିଶ୍ରଣ ନିୟମ ବଦଳାଇଲେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ସ୍କୁଲ ମିଶ୍ରଣ ନିଷ୍ପତ୍ତିକୁ ବଦଳାଇଛନ୍ତି ରାଜ୍ୟ ସରକାର।  ସିଡୁଲ୍‌ ଏରିଆରେ ସ୍କୁଲ ନିଷ୍ପତ୍ତି ବଦଳାଇଛନ୍ତି ସକରାର। ଯାହା ଫଳରେ ୨୦ ନୁହେଁ ଏଣିକି ୧୫ରୁ କମ୍ ପିଲା ଥିବା ସ୍କୁଲରେ ମିଶ୍ରଣ ହେବ ବୋଲି … Read More

ଅନୁଭବ-ବର୍ଷା ବିବାଦ, ନଭେମ୍ବର ୨୩ରେ ତୃତୀୟ ଆଲୋଚନା

ଭୁବନେଶ୍ବର, (ଓଡିଶା ଟାଇମ୍) : କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦେଶମତେ ଅନୁଷ୍ଠିତ ଆପୋଷ ଆଲୋଚନା ଆଜି ମଧ୍ୟ ଅସମ୍ପୂର୍ଣ୍ଣ ରହିଛି। ବିବାଦର ସାମାଧାନ ବାଟ ବାହାର କରିବାକୁ … Read More

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌, ୧୫ ଆକ୍ରାନ୍ତଙ୍କ ଗଲା ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : କମୁଛି  ସଂକ୍ରମଣ କିନ୍ତୁ ମୃତ୍ୟୁ ସଂଖ୍ୟାରେ  ବ୍ରେକ୍‌ ଲାଗୁନି । ଆଜି  ରାଜ୍ୟରେ ୧୫ ଜଣଙ୍କର  କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ଚିହ୍ନଟ ହେଲେ ୬୩୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୯୬୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More