ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ସମ୍ପନ୍ନ ହେଲା ଦୁଇ ଓଡିଆ ଯବାନଙ୍କ ଶେଷକୃତ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଜନ୍ମମାଟିରେ ସହିଦ ଓଡିଆ ଯବାନଙ୍କୁ ଶେଷ ବିଦାୟ । ଅନ୍ତିମ ସଂସ୍କାର ଆଗରୁ ପ୍ରଦାନ କରାଗଲା ରାଷ୍ଟ୍ରୀୟ ସମ୍ମାନ । ତୋପସଲାମିରେ କମ୍ପିଲା ଅଂଚଳ । ଲଦାଖର ଗଲଓ୍ଵାନ ଘାଟିରେ ଭାରତ ଓ ଚୀନ ମଧ୍ୟରେ … Read More

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୬୫ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଡଃ. ଲକ୍ଷ୍ମୀକାନ୍ତ ସାହୁ ହେଲେ କ୍ୟାପିଟାଲ ହସ୍ପିଟାଲର ନିର୍ଦେଶକ

ଭୁବନେଶ୍ଵର, (ଓଡିଶା ଟାଇମ୍) : କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକ ଭାବେ ଡା. ଲକ୍ଷ୍ମୀଧର ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ହସ୍ପିଟାଲର ଅଧୀକ୍ଷକ ଭାବେ ଡା. ବିରଞ୍ଚି ନାରାୟଣ ବାରିକଙ୍କୁ ଅବସ୍ଥାପିତ କରାଯାଇଛି। ଆଜି ଉଭୟ କାର୍ୟ୍ୟରେ ଯୋଗଦେବେ‌ ବୋଲି ହସ୍ପିଟାଲ ସୂତ୍ରରୁ ସୂଚନା … Read More

ଓଲଟିଲା ଯାତ୍ରୀବାହୀ ବସ ; ୧୨ ଆହତ, ୨ ଗୁରୁତର

ଭୁବନେଶ୍ବର , (ଓଡିଶା ଟାଇମ୍) : ଯାତ୍ରାବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ । ମୋହନା ଅନ୍ତର୍ଗତ ଅଡବା ଥାନା ଖ୍ରୀଷ୍ଟପୁର ଗାଁ ନିକଟରେ ଓଲଟିଲା ବସ୍‌ । ଦୁର୍ଘଟଣାରେ ୧୨ଜଣରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କୁ ନିକଟସ୍ଥ … Read More

ରଥ ଯାତ୍ରା ନିଷେଧ, ଅନୁମତି ଦେଲେ ଭଗବାନ କ୍ଷମା କରିବେ ନାହିଁ- ସୁପ୍ରିମକୋର୍ଟ

ପୁରୀ, (ଓଡିଶା ଟାଇମ୍) : କରୋନାଭାଇରସ୍ ଆକ୍ରାନ୍ତକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ପୁରୀ ରଥ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଅଦାଲତ କହିଛନ୍ତି ଯେ ଜନସାଧାରଣଙ୍କ ସ୍ୱାର୍ଥ ଏବଂ ନିରାପତ୍ତାକୁ ଦୃଷ୍ଟିରେ ରଖି ଆମେ ଚଳିତ ବର୍ଷ ରଥ ଯାତ୍ରାକୁ ଅନୁମତି … Read More

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୭୪ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଭାରତରେ ୧୨ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୨ ହଜାର ଅତିକ୍ରମ କରିଛି। ଗତ ମଙ୍ଗଳବାର ଗୋଟିଏ ଦିନରେ ୨୦୦୩ ରୋଗୀଙ୍କ ମୃତ୍ୟୁ ଘଟିବା ପରେ … Read More

ଗଞ୍ଜାମରେ ପୁଣି ୫୬ କୋଭିଡ଼ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ପୁଣି ୫୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ  ଗଞାମ ଜିଲ୍ଲାପାଳ ଙ୍କ ଟ୍ୱିଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟି  ଆକ୍ରାନ୍ତଙ୍କ ସଂଖ୍ୟା ୭୫୫ରେ ପହଞ୍ଚିଛି … Read More

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଲୱାନ ସୀମାରେ ସହିଦ ହୋଇଥିବା ଦୁଇ ଓଡ଼ିଆଙ୍କ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଦୁଇ ସହିଦଙ୍କ ପରିବାରକୁ ୨୫ଲକ୍ଷ ଟଙ୍କାର ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ … Read More

ଭୁବନେଶ୍ବରରେ ପୁଣି ୧୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବରରେ ପୁଣି ୧୭ କରୋନା ସଂକ୍ରମିତ ଚିହ୍ନଟ। ଏହା ପୂର୍ବରୁ ରାଜ୍ୟରେ ଆଜି ୧୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୫୫ରେ ପହଞ୍ଚିଛି । … Read More