ଆସୁଛି ଆଉ ଏକ ଲଘୁଚାପ : ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୮ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର … Read More

ଆଜିଠୁ ଘରକୁ ଘର କରୋନା ଖୋଜା ଅଭିଯାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ଘରକୁ ଘର ଏବଂ ସହରାଞ୍ଚଳରେ ବସ୍ତିର ପ୍ରତି ଘରେ କରୋନା ଲକ୍ଷଣଧାରୀଙ୍କୁ ଖୋଜାଯିବ ବୋଲି ଏନଏଚଏମ ନିର୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି। ସୋମବାର ଗୀତଗୋବିନ୍ଦ ସଦନଠାରେ ଆୟୋଜିତ ସାମ୍ବାଦିକ … Read More

ଆସନ୍ତାକାଲିଠାରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ କରୋନା ଚିହ୍ନଟ ଅଭିଯାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କରୋନା ନେଇ ଅପଡ଼େଟ ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଅଧିକ ନମୂନା ପରୀକ୍ଷା ଉପରେ ଜୋର ଦିଆଯାଉଛି । ଏବେ ୧୦ଟି … Read More

ରାଜ୍ଯ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୧୪୬ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୨୮୫୪ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର … Read More

ଉଡ଼ିଗଲା ଶ୍ରୀମନ୍ଦିର ପତିତପାବନ ବାନା

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁରୀ ସହରରେ ଭୀଷଣ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା । ବଡ଼ଦାଣ୍ଡରେ ଆଣ୍ଠୁଏ ପାଣି । ସହରର ବିଭିନ୍ନ ଗଳିକନ୍ଦି ଏବ ତଳିଆ ଅଞ୍ଚଳରେ ପାଣି ଜମିଯାଇଛି । ସହରରେ ବର୍ଷା ପବନ ଲାଗି … Read More

ଭୁବନେଶ୍ୱରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ଆକ୍ରାନ୍ତ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୫ଜଣଙ୍କ ମଧ୍ୟରୁ ଘରୋଇ ସଙ୍ଗରୋଧରୁ ୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨ଜଣ କରୋନା … Read More

ସୁସ୍ଥ ସ୍ୱାସ୍ଥ୍ୟ ଓ ସୁନ୍ଦର ତ୍ୱଚା ପାଇଁ ଘି କୁଆଁରୀ

(ଓଡିଶା ଟାଇମ୍) : ଘି କୁଆଁରୀ ଆମ ଶରୀର ସ୍ୱାସ୍ଥ୍ୟ ଓ ସୈାନ୍ଦର୍ଯ୍ୟ ବୃଦ୍ଧିରେ ସହାୟକ ହୋଇଥାଏ । ଘିକୁଆରୀକୁ ଆୟୁର୍ବେଦିକ ଭାଷାରେ ଘୃତକୁମାରୀ କୁହାଯାଏ । ଘି କୁଆଁରୀକୁ ବ୍ୟବହାର କରି ଅନେକ ରୋଗରୁ ମୁକ୍ତି ପାଇ ପାରିବା । … Read More

ରଥଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟରେ ପହଁଞ୍ଚିଲା ମାମଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରଥଯାତ୍ରା ବନ୍ଦ କରିବା ପାଇଁ ସୁପ୍ରିମକୋର୍ଟରେ ମାମଲା । ବର୍ତ୍ତମାନର ଆପାତକାଳୀନ ସ୍ଥିତିରେ ରଥଯାତ୍ରା କରାଇବା ଉଚିତ ହେବ ନାହିଁ, ତେଣୁ ନ୍ୟାୟାଳୟ ଏଥିରେ ହସ୍ତକ୍ଷେପ କରନ୍ତୁ । ଏଭଳି ଆବେଦନ କରି ସର୍ବୋଚ୍ଚ ନ୍ୟାୟାଳୟଙ୍କ … Read More

ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୪୬କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୫୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ … Read More

ସାରା ରାଜ୍ୟରେ ମୌସୁମୀ ସକ୍ରିୟ : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ଵର, (ଓଡିଶା ଟାଇମ୍) : ସାରା ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଆଜି ଅନୁଗୁଳ, କଟକ,ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଜଗତସିଂହପୁର … Read More