ମାଓ କ୍ୟାମ୍ପ ଠାବ, ବହୁ ମାଓ ସାମଗ୍ରୀ ଜବତ

ନୂଆପଡ଼ା, (ଓଡିଶା ଟାଇମ୍) : ସୁରକ୍ଷାକର୍ମୀଙ୍କୁ ବଡଧରଣର ସଫଳତା । ନୂଆପଡ଼ା ବୋଡେନ ଥାନା ପାଟଦର୍ହା ଜଙ୍ଗଲରୁ ମାଓକ୍ୟାମ୍ପ ଠାବ ହୋଇଛି । ସୁରକ୍ଷାକର୍ମୀଙ୍କୁ କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ମିଳିଛି । ଖବର ଅନୁଯାୟୀ, CRPF ଯବାନ କୌଣସି … Read More

ମହତାବ ଏକାଡେମୀ ପକ୍ଷରୁ ୧୨୧ତମ ମହତାବ ଜୟନ୍ତୀ ପାଳିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ନବ ଉତ୍କଳର ନିର୍ମାତା ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା  ଅବିଭକ୍ତ ବମ୍ବେ ପ୍ରଦେଶର ପୂର୍ବତନ ରାଜ୍ୟପାଳ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୧ତମ ଜୟନ୍ତୀ  ଉତ୍ସବ ଆଜି ଅପରାହ୍ନରେ ଜୁମ୍ ଭିଡିଓ … Read More

ସୋଆରେ ଆୟୋଜିତ ହେବ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ୟାରେଡ କ୍ୟାମ୍ପ- ଯୋଗ ଦେବେ ୧୦ ରାଜ୍ୟର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ରେ ରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ । ଏହି କ୍ୟାମ୍ପରେ ପୂର୍ବାଂଚଳ ଏବଂ ଉତର ପୂର୍ବାଂଚଳ ରାଜ୍ୟରୁ … Read More

ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ସ୍ୱାଭାବିକ ହୋଇଛି । ତେବେ ରାଜ୍ୟରେ ୟୁପି ସ୍କୁଲ ବନ୍ଦ ନେଇ ବିଧାନସଭାରେ ହଟ୍ଟଗୋଳ ହୋଇଛି । ୟୁପି ସ୍କୁଲ ବନ୍ଦ ନେଇ ବାଚସ୍ପତି ରୁଲିଂଦେବା ପରେ ଏନେଇ ଗୃହରେ … Read More

ସ୍କୁଲ ବନ୍ଦ ହେଲେ ବିଧାନସଭାରେ ମୁଁ ମୋ ବେକ କାଟି ଜୀବନ ହାରିବି: ତାରାବାହିନିପତି

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ ବନ୍ଦ କରିବା ନିଷ୍ପତ୍ତି ନବଦଳାଇଲେ ଆତ୍ମହତ୍ୟା କରିବି ବୋଲି କଂଗ୍ରେସ ନେତା ତାରା ବାହିନୀପତି ଧମକ ଦେଇଛନ୍ତି । ସେ ବିଧାନସଭା ଭିତରେ ନିଜ ବେକ କାଟି ଆତ୍ମହତ୍ୟା କରିବେ … Read More

ରାଜ୍ୟରେ ଚିହ୍ନଟ ହେଲେ ୭୭୮ କରୋନା ସଂକ୍ରମିତ, ୩୧୩୩୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୩୨୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଆଭ୍ୟନ୍ତରୀଣ ସଂସଦୀୟ ସଂଘ(ଆଇପିୟୁ)ର ଅଡିଟର ଭାବେ ନିର୍ବାଚିତ ହେଲେ ଓଡିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତର ଚତୁର୍ଦଶ ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜେନେଭାସ୍ଥିତ ଆନ୍ତ-ସଂସଦୀୟ ୟୁନିଅନ (ଇଣ୍ଟର ପାର୍ଲାମେଣ୍ଟାରୀ ୟୁନିଅନ୍)ର ବାହ୍ୟ ଅଡିଟର ଭାବରେ ମନୋନୀତ କରାଯାଇଛି। ଖୁବ୍ ଶୀଘ୍ର ମୁର୍ମୁ ସ୍ୱିଜରଲ୍ୟାଣ୍ଡର … Read More

ସୁନ୍ଦରଗଡ଼ ଜିଲ୍ଲା ଖୁଂଟଗାଁରେ ହେବ ‘ଟସର ସିଲ୍‌କ ପାର୍କ’, ‘ସୁନ୍ଦରଗଡ଼ ଟସର’ର ବ୍ରାଣ୍ଡିଂ ଉପରେ ଗୁରୁତ୍ୱ ଦିଆଯିବ

ସୁନ୍ଦରଗଡ଼, (ଓଡିଶା ଟାଇମ୍) :ସୁନ୍ଦରଗଡ ଜିଲ୍ଲା଼ରୁ ଉତ୍ପାଦିତ ହେଉଛି ରାଜ୍ୟର ୧ ନମ୍ବର ଟସର ଖୋସା । ତେବେ ଖୋସାରୁ ସୂତା ବହାର କରି ସେଥିରୁ ମୂଲ୍ୟଯୁକ୍ତ ସାମଗ୍ରୀ ପ୍ରସ୍ତୁତ ହୋଇପାରିଲେ ଜାତୀୟ ଓ ଅନ୍ତର୍ଜାତୀୟ ବଜାରରେ ‘ସୁନ୍ଦରଗଡ଼ ଟସର’ ଏକ … Read More

ସମରେ କୋଭ୍ୟାକ୍ସିନ ଟୀକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) :କୋଭିଡ-୧୯ ବିରୁଦ୍ଧରେ ବହୁ ପ୍ରତୀକ୍ଷିତ “କୋଭାକ୍ସିନ’ ଟୀକାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ସ୍ଥାନୀୟ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲରେ ଗୁରୁବାର ଦିନ ଆରମ୍ଭ ହୋଇଛି । ହସପିଟାଲ୍‌ର ପ୍ରିଭେଂଟିଭ ଆଣ୍ଡ ଥେରାପ୍ୟୁଟିକ୍ … Read More

୩୧ ତମ ପିକକ୍ ଶିଶୁମେଳା ଉଦଯାପିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଡିଜିଟାଲ ମଞ୍ଚ ରେ ସାତଦିନ ଧରି ଚାଲିଥିବା ୩୧ ତମ ପିକକ୍ ଶିଶୁମେଳା ର ଆଜିଥିଲା ଅନ୍ତିମ ଦିବସ । ଶିଶୁ ମାନଙ୍କର ଅନ୍ତର୍ନିନିତ ପ୍ରତିଭାର ବିକାଶ ନିମନ୍ତେ ପିକକ୍ ଶିଶୁମେଳା ର ଏହି ମଞ୍ଚ ଏକ … Read More