ବୁଧବାରଠାରୁ ଓଡିଶାରେ ଆରମ୍ଭ ହୋଇଯିବ ମୌସୁମୀ ବର୍ଷା: ସିଇସି

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ମୌସୁମୀ ଓଡ଼ିଶାରେ ପ୍ରବେଶ … Read More

ମାସ୍କ କିଣା ଦୁର୍ନୀତି ନେଇ ହେମନ୍ତ ଶର୍ମାଙ୍କ ନାଁରେ ଏତଲା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ମାସ୍କ କିଣାରେ ଦୁର୍ନୀତି ହୋଇଥିବା ନେଇ ଆଇଏଏସ ଅଫିସର ହେମନ୍ତ ଶର୍ମାଙ୍କ ନାଁରେ  ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି । ଧାର୍ଯ୍ୟ ଦରଠାରୁ ଅଢ଼େଇଗୁଣ ଅଧିକ ଦରରେ … Read More

ବିଏମସିର କରୋନା ମୁକାବିଲା ଅଭିଯାନ : ଘର ଘର ବୁଲିବେ ଭଲ୍ୟୁଣ୍ଟିୟର, ବାଣ୍ଟିବେ କିଟ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ କରୋନା ସଚେତନତା ଲାଗି ନିୟୋଜିତ ହେବେ ବାଇଶି ଶହରୁ ଅଧିକ ଭଲ୍ୟୁଣ୍ଟିୟର ବା ସ୍ୱେଚ୍ଛାସେବୀ ଏବଂ ମେଣ୍ଟର । ପ୍ରତି ୱାର୍ଡ଼ରେ ୨୫ ସ୍ୱେଚ୍ଛାସେବୀ ଏବଂ ତାଙ୍କୁ ଗାଇଡ଼ କରିବାକୁ ୫ ଜଣ ମେଣ୍ଟରଙ୍କୁ … Read More

ଓଡିଶା କ୍ୟାଡର ଆଇଏଏସ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :  ଓଡିଶା କ୍ୟାଡର ଆଇଏଏସ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା । ଏନେଇ ନେଇ ଖବର ସରବରାହ ସଂସ୍ଥା ଚଞଓ ଖବର ପ୍ରକାଶ କରିଛି । ୧୯୮୭ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ଅଛନ୍ତି ତୁହିନିକାନ୍ତ ପାଣ୍ଡେ … Read More

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୧୪୦ ଆକ୍ରାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆହୁରି ୧୪୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୧୩୩ ରେ ପହଁଚିଛି । ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ … Read More

ଆଜିଠାରୁ ୧୫ଦିନରେ ସବୁ ପ୍ରବାସୀଙ୍କୁ ଘରେ ପହଞ୍ଚାଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଲକ୍‌ଡାଉନ ଯୋଗୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ପ୍ରବାସୀଙ୍କ ପାଇଁ କୋହଳ ମନୋଭାବ ପୋଷଣ କରିଛନ୍ତି ସୁପ୍ରିମ୍‌କୋର୍ଟ। ପ୍ରବାସୀଙ୍କ ସମସ୍ୟାକୁ ଦେଖିବା ପରେ ଆଜି ସେମାନଙ୍କ ସପକ୍ଷରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି କୋର୍ଟ । ଏହି … Read More

୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ଵର, (ଓଡିଶା ଟାଇମ୍) : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ମୌସୁମୀ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ଜଣାପଡ଼ିଛି। ଫଳରେ ଆଗାମୀ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। … Read More

ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ୧୨ଜଣ ଅଗ୍ନିଶମ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ବାତ୍ୟା ଅମ୍ଫନ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିଲେ କର୍ମଚାରୀ । ସରକାରଙ୍କ ପକ୍ଷରୁ ଉତ୍ତମ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦିଆଯାଉଛି । ଏନେଇ ଟ୍ୱିଟ … Read More

ଭୁବନେଶ୍ୱରରେ ପୁଣି ୪ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରେ ପୁଣି ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ପକ୍ଷରୁ ଟୁଇଟ୍ କରି କୁହାଯାଇଛି | ଏମାନଙ୍କ ଭିତରୁ ଚନ୍ଦ୍ରଶେଖରପୁରରୁ ଜଣେ ୨୮ ବର୍ଷିୟ ପୁରୁଷ ଅଛନ୍ତି। … Read More

ରାଜ୍ୟରେ ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ଆଜି ବର୍ଦ୍ଧିତ ଦର ଘୋଷଣା କରାଯାଇଛି । ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପ୍ରତି ୫୪ ପଇସା ବୃଦ୍ଧି ପାଇଥିବାବେଳେ ଡିଜେଲ ୫୮ ପଇସା … Read More