ବିଶିଷ୍ଟ ନ୍ୟୁରୋ ସର୍ଜନ ଡାକ୍ତର ସନାତନ ରଥଙ୍କ ପରଲୋକ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଦେଶର ଖ୍ୟାତନାମା ନ୍ୟୁରୋସର୍ଜନ ଡକ୍ଟର ସନାତନ ରଥଙ୍କର ମଙ୍ଗଳବାର କଟକ ସ୍ଥିତ କନିକା ଛକ ବାସଭବନରେ ସକାଳ ୧୦.୩୦ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା । ଜଣେ ନ୍ୟୁରୋସର୍ଜନ ଭାବେ … Read More

ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର , (ଓଡିଶା ଟାଇମ୍) : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ସାଇକ୍ଲୋନିକ ସର୍କୁଲେସନ ଲଘୁଚାପର ରୂପ ନେବ ଓ ଉତ୍ତରପଶ୍ଚିମ ଦିଗରେ ଗତି କରିବ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଜ୍ଞାନ ଗବେଷଣା କେନ୍ଦ୍ର ଆଇଏମଡି । ଏହାର ପ୍ରଭାବରେ … Read More

ଅମ୍ପନ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଫେରିଥିବା ୫୦ NDRF ଯବାନଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଜଣ ଯବାନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩ ଦିନ ତଳେ ଜଣଙ୍କଠାରୋ କରୋନା ଭୂତାଣୁ ଛିହ୍ନଟ ହୋଇଥିଲା। ଆଜି ଆଉ ୪୯ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ … Read More

ଓଡ଼ିଶାକୁ ବିକଶିତ ରାଜ୍ୟ କରିବା ଆମ ପ୍ରତିଶୃତି: ଶାହା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ବିଜେପିର ଓଡ଼ିଶା ଜନ ସମ୍ବାଦ ରାଲି ହୋଇଛି । ମୋଦି ସରକାରଙ୍କ-୨ର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଉଦବୋଧନ ଦେଇ କହିଛନ୍ତି ଯେ ଚଣ୍ଡାଶୋକଙ୍କୁ ଧର୍ମାଶୋକରେ ପରିଣତ କରିଥିବା ଓଡ଼ିଶା ମାଟିକୁ ପ୍ରଣାମ … Read More

 ଖୁସି ଖବର : ସୁସ୍ଥ ହେଲେ ଆଉ ୯୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ୯୯ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୧୯୯୩ରେ ପହଁଚିଛି । ସୁସ୍ଥ ହୋଇଥିବା … Read More

ଭୁବନେଶ୍ବର ଡମଣା ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର ଡମ ଅଞ୍ଚଳରୁ ଜଣେ କରୋନା ଆକ୍ରନ୍ତ ଚିହ୍ନଟ ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୩୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଭୁବନେଶ୍ବରର ଜଣେ ଯୁବକ ଅଛନ୍ତି । ଭୁବନେଶ୍ବର ମହାନଗର ନିଗମ … Read More

ଭୁବନେଶ୍ବର ବଡବସ୍ତିରେ ସଂକ୍ରମଣ ଭୟ : ସଂକ୍ରମିତଙ୍କ ମାଆ ବିକୁଥିଲେ ହାଣ୍ଡିଆ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଥିବା ବଡ ବସ୍ତିମାନଙ୍କରେ କିପରି ସଂକ୍ରମଣ ନବ୍ୟାପେ ସେଥିପାଇଁ ଆଗରୁ ସରକାର ସମସ୍ତଙ୍କୁ ସଚେତନ କରିଛନ୍ତି । କିନ୍ତୁ ବିଏମ୍‌ସିର ୱାର୍ଡ ଅଫିସର, ଜୋନାଲ ଡେପୁଟି କମିଶନରଙ୍କଠାରୁ ନେଇ କମିଶନରଙ୍କ ଯାଏ । ଉପରୁ … Read More

ହଂସପାଳ ଫ୍ଲାଏଓଭରର ଶିଳାନ୍ୟାସ କଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ହଂସପାଳ ଫ୍ଲାଏଓଭର ଶିଳାନ୍ୟାସ କରିଛନ୍ତି। ଉତ୍ତର ଭୁବନେଶ୍ବର ପରିଷଦ ପକ୍ଷରୁ ହଂସପାଳ ଫ୍ଲାଏଓଭର ନିର୍ମାଣ ଲାଗି ଦୀର୍ଘଦିନରୁ ଦାବି ହୋଇଆସୁଥିଲା। ବହୁ ଟଣାଓଟରା ପରେ ହଂସପାଳ ଫ୍ଲାଏଓଭର ନିର୍ମାଣ … Read More

ବିରାଶାଳ ଏୟାରଷ୍ଟ୍ରିପରେ ଦୁର୍ଘଟଣା , ୨ ପାଇଲଟ ମୃତ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିରାଶାଳ ଏୟାର ଷ୍ଟ୍ରିପରେ ଦୁର୍ଘଟଣା । ଉଡ଼ାଣ ଭରୁଥିବା ବେଳେ ଏକ ପ୍ରଶିକ୍ଷଣ ବିମାନ ଖସିପଡ଼ିଛି । ଫଳରେ ବିମାନରେ ଥିବା ୨ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ … Read More

ଆଜିଠୁ ଆରମ୍ଭ ହେଲା +୨ ଅଫଲାଇନ୍ ଖାତା ଦେଖା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଅଫଲାଇନ୍ ଖାତା ଦେଖା । ରାଜ୍ୟର ମୋଟ୍ ୬୬ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖା। କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟ ଉପରେ ଖାତା ଦେଖା ଆରମ୍ଭ … Read More