ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କରୋନା ଆକ୍ରାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ … Read More

ଆଜିିଠୁ ରାଜ୍ୟ ଭିତରେ ଗଡ଼ିବ ୬ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ଵର, (ଓଡିଶା ଟାଇମ୍) : ସର୍ଟଡାଉନ୍ ପରେ ଆଜିିଠୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍ ଚଳାଚଳ ଆରମ୍ଭ କରୁଛି। ଭୁବନେଶ୍ୱରରୁ ବଲାଙ୍ଗିର, କୋରାପୁଟ,ଭଦ୍ରକ, ବ୍ରହ୍ମପୁର, ଓ ରାଉରକେଲାକୁ ଏବଂ ସମ୍ବଲପୁରରୁ ଖୋର୍ଦ୍ଧା ରୋଡ୍ ଷ୍ଟେସନ୍ ମଧ୍ୟରେ ଏହି ୬ଟି ସ୍ୱତନ୍ତ୍ର … Read More

ସ୍କୁଲ ବନ୍ଦ ନିୟମ ଏବର୍ଷ ଲାଗୁ ହେବନାହିଁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱର ୦୭।୦୬: ରାଜ୍ୟରେ ଏବର୍ଷ କୌଣସି ସ୍କୁଲ ବନ୍ଦ ହେବନି । ସବୁ ସ୍କୁଲରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ନାମଲେଖା ହେବ । ପୂର୍ବବର୍ଷ ଯେଉଁ ସବୁ ସ୍କୁଲରେ ନାମଲେଖା ହୋଇଥିଲା ଏବର୍ଷ ବି ସେଠାରେ … Read More

ଭିଜିଲାନ୍ସ ଜାଲରେ ପୋଲିସ୍‌ ବାବୁ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ପୋଲିସ୍‌ ବାବୁ। ବଜ୍ରାଘାତରେ ମୃତ୍ୟୁ କରିଥିବା ବ୍ୟକ୍ତିଙ୍କୁ ମିଳିଥିବା ସହାୟତା ଟଙ୍କାରେ ଭାଗ ବସାଇଲେ ପୋଲିସ୍ ବାବୁ। ଏହି ଅଭିଯୋଗ ସାମ୍ନାକୁ ଆସିବା ପରେ ଭିଜିଲାନ୍ସ ବିଛାଇଥିଲା ଜାଲ । ଏହି ସହାୟତା … Read More

ଲଘୁଚାପ: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର , (ଓଡିଶା ଟାଇମ୍) : ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେବଳ ବର୍ଷା ନୁହେଁ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। … Read More

ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ଗୋଟିଏ ଦିନରେ ସର୍ବାଧିକ ୧୭୮ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହା ଗୋଟିଏ ଦିନରେ ସୁସ୍ଥ ହୋଇଥିବା ସବୁଠାରୁ ଅଧିକ ସଂକ୍ରମିତ … Read More

ରାଉରକେଲା ସରକାରୀ ହସ୍‌ପିଟାଲ୍‌ର ୨ ଡାକ୍ତରଙ୍କୁ କରୋନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଡାକ୍ତରଙ୍କୁ କରୋନା। ରାଉରକେଲା ସରକାରୀ ହସ୍ପିଟାଲର ୨ ଡାକ୍ତରଙ୍କୁ କରୋନା। ସୁନ୍ଦରଗଡ଼ରୁ ଆଜି ବାହାରିଥିବା ୧୮ ପଜିଟିଭଙ୍କ ଭିତରୁ ୨ ଜଣ ଆରଜିଏଚ ଡାକ୍ତର ବୋଲି ଜଣାପଡ଼ିଛି। ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ମେଡିକାଲ ପରିସରକୁ … Read More

ଭୁବନେଶ୍ୱରରୁ ୨ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସେମାନଙ୍କ ତଥ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷୀୟ ପୁରୁଷ, ୮ ବର୍ଷୀୟ ଝିଅ ଏବଂ ସେମାନେ ଗୋଟିଏ ପରିବାରର ବୋଲି ସୂଚନା … Read More

ଦୁଇ ଦିନିଆ ସଟଡାଉନର ଆଜି ଦ୍ବିତୀୟ ଦିନ

ଭୁବନେଶ୍ବର , (ଓଡିଶା ଟାଇମ୍) : ଦୁଇ ଦିନିଆ ସଟଡାଉନ୍ ର ଆଜି ଦ୍ବିତୀୟ ଦିନ। ୧୧ଟି ଜିଲ୍ଲାରେ ଜୁନ୍ ମାସରେ ପ୍ରତି ସପ୍ତାହର ଶନି ଓ ରବିବାର ଦିନ ଶଡାଉନ୍ କରାଯିବ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ … Read More

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ବାତ୍ୟା ‘ଅମ୍ପନ୍‌’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଜୁନ୍‌ ୧୦ ତାରିଖରୁ ପ୍ରବଳ ବର୍ଷା … Read More