ଆଜି ଅବସର ନେବେ ସୁନୀଲ ରଏ, ସତ୍ୟଜିତ ମହାନ୍ତିଙ୍କୁ ଅଗ୍ନିଶମ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର, (ଓଡିଶା ଟାଇମ୍) : ବରିଷ୍ଠ ଆଇପିଏସ ସ୍ତରରେ ଅଦଳ ବଦଳ। ୧୯୮୭ ବ୍ୟାଚ୍‌ର ଆଇପିଏସ୍ ଅଫିସର ତଥା ଅଗ୍ନିଶମ ଡିଜି ସୁନୀଲ ରଏ ଚାକିରିରୁ ଅବସର ନେଉଥିବାରୁ ଗୁଇନ୍ଦା ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତିଙ୍କୁ ଅଗ୍ନିଶମ ଡିଜି, ହୋମଗାର୍ଡର କମାଣ୍ଡାଣ୍ଟ ଜେନେରାଲ … Read More

କଣ୍ଟେନମେଣ୍ଟ ଜୋନରେ ଜୁନ୍ ୩୦ ଯାଏଁ ବଢ଼ିଲା ଲକଡାଉନ୍ ଅବଧି, ଖୋଲିବ ହୋଟେଲ, ସିନେମା ହଲ୍

ନୂଆଦିଲ୍ଲୀ ,(ଓଡିଶା ଟାଇମ୍) : କଣ୍ଟେନମେଣ୍ଟ ଜୋନରେ ଜୁନ୍ ୩୦ ଯାଏଁ ଲକଡ଼ାଉନ୍ ଅବଧି ବଢ଼ିଲା । କଣ୍ଟେନମେଣ୍ଟ ଜୋନ୍ ବାହାରେ ପର୍ଯ୍ୟାୟ କ୍ରମେ କଟକଣା ପ୍ରତ୍ୟାହାର ପାଇଁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏ ନେଇ ଆଜି କେନ୍ଦ୍ର ଗୃହ … Read More

ବନ୍ଦେ ଉତ୍କଳ ଜନନୀ ମାଧ୍ୟମରେ କୋରୋନା ଯୋଦ୍ଧାଙ୍କୁ ଉତ୍ସାହିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍ବ) : ବନ୍ଦେ ଉତ୍କଳ ଜନନୀ ଗୀତରେ ଗୁଞ୍ଜରିତ ହୋଇ ଉଠିଲା ସାରା ରାଜ୍ୟ । ସବୁ ଓଡ଼ିଆ ଏକାଠି ହୋଇ ଗାଇଛନ୍ତି ବନ୍ଦେ ଉତ୍କଳ ଜନନୀ । କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ଏକାଠି ହୋଇଛନ୍ତି … Read More

ବସରେ ଯାଉନାହାଁନ୍ତି ଯାତ୍ରୀ, ବନ୍ଦ ହୋଇପାରେ ବସ ଚଳାଚଳ !

ଭୁବନେଶ୍ଵର, (ଓଡିଶା ଟାଇମ୍) : ବସ ଚଳାଚଳ ପ୍ରସଙ୍ଗରେ ବଢ଼ିଲା ସରକାରଙ୍କ ଚିନ୍ତା । ପ୍ରଥମେ ବସ ଚାଲୁନଥିବାରୁ ଚିନ୍ତା ହେଉଥିବାବେଳେ ଏବେ ବସ ଚାଲିବା ଆରମ୍ଭ ପରେ ବସରେ ଲୋକ ଯାଉ ନଥିବାରୁ ସରକାରଙ୍କର ଚିନ୍ତା ବଢ଼ିଛି । କଉଠି … Read More

ବନ୍ଦେ ଉତ୍କଳ ଜନନୀ ଗାଇବାକୁ ପୂର୍ବାହ୍ନରେ ନିମନ୍ତ୍ରଣ,ସନ୍ଧ୍ୟାକୁ ନାଁ !

ଭୁବନେଶ୍ବର,(ଓଡିଶା ଟାଇମ): କୋରୋନା ସଂକ୍ରମଣ ଦେଶରେ ହୁ ହୁ ହୋଇ ବଢି ଚାଲିଛି l ଆଉ ଏଥିରେ କୋରୋନା ଯୋଦ୍ଧା ସାଜିଛନ୍ତି ଡାକ୍ତର, ନର୍ସ, ପୋଲିସ, ସଫେଇ କର୍ମଚାରୀ ଓ ସାମ୍ବାଦିକ l ସେମାନେ ଦିନ ରାତି ଏକ କରି କୋରୋନା … Read More

୯୬ ଆକ୍ରାନ୍ତଙ୍କ ତଥ୍ଯ ଦେଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୯୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୯୬ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି … Read More

କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ହେବନି:ହାଇକୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନାରେ ସଂକ୍ରମିତ ବ୍ୟକ୍ତିଙ୍କ ପରିଚୟ ବାହାରେ ପ୍ରଘଟ ହେବନି। ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଯଦି କୌଣସି ବ୍ୟକ୍ତି ସରକାରୀ ହେଉ କି ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି, କିମ୍ବା କୌଣସି … Read More

ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ, ୧୮ଶହ ଟପିଲା ସଂଖ୍ୟା

ଭୁବନେଶ୍ବର (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ଏହି ୯୬ ଜଣଙ୍କ ମଧ୍ୟରୁ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ … Read More

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଦିନ ୧୧ଟାରେ ଭିଡିଓ କନଫେରେନସିଂ ଜରିଆରେ ବସିବାକୁ ଥିବା ଏହି ବୈଠକରେ, ଗଜପତି ମହାରାଜା ଅଧ୍ୟକ୍ଷତା କରିବେ । କାଯ୍ୟକାରୀ ଅଧ୍ୟକ୍ଷ ସୁରେଶ ମହାପାତ୍ର, … Read More

ପୁଣି ୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ସୁନ୍ଦରଗଡ଼ ଜିଲ୍ଲାର। ସମସ୍ତେ ମୁମ୍ବାଇ ଫେରନ୍ତା ଓ କ୍ୱାରେଣ୍ଟିନ୍ ସେଣ୍ଟରରେ ଥିଲେ ବୋଲି ଜିଲ୍ଲାପାଳ ପବନ ନିଖିଲ କଲ୍ୟାଣ ସୂଚନା ଦେଇଛନ୍ତି। ୧୩ … Read More