ଦିଲ୍ଲୀ ଏୟାରପୋର୍ଟରୁ ୮୨ ବିମାନ ବାତିଲ୍, ଯାତ୍ରୀ ନିରାଶ

ଭୁବନେଶ୍ବର, (ଓଡିଶା ଟାଇମ୍) :ଦେଶରେ ଆଜିଠାରୁ ଘରୋଇ ବିମାନ ଉଡାଣ ଆରମ୍ଭ ହୋଇଛି । କିନ୍ତୁ କିଛି ଯାତ୍ରୀଙ୍କୁ ପ୍ରଥମ ଦିନରେ ହିଁ ନିରାଶ ହେବାକୁ ପଡିଛି । ମଧ୍ୟରାତ୍ରିରେ ବହୁ ଯାତ୍ରୀ ବିମାନବନ୍ଦରରେ ପହଞ୍ଚିଥିଲେ ବି ଶେଷ ସମୟରେ ଉଡାଣ … Read More

ଆସନ୍ତାକାଲିଠୁ ମାଟ୍ରିକ୍ ଖାତା ମୂଲ୍ୟାୟନ, ୬୦ଟି କେନ୍ଦ୍ରରେ ହେବ ଖାତାଦେଖା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତକାଲିଠାରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବ । ରାଜ୍ୟର ୬୦ ଟି ସେଣ୍ଟରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଖାତା ଦେଖା ପାଇଁ ପ୍ରସ୍ତୁତ ହୋଇଥିବା ୬୦ … Read More

ରାଜଧାନୀରୁ ପୁଣି ଜବତ ହେଲା ଚୋରା ମଦ,୨ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀରୁ ପୁଣି ଜବତ ହେଲା ଚୋରା ମଦ । ଭୁବନେଶ୍ୱର ସହୀଦନଗର ଥାନା ପୋଲିସ ଚୋରା ବିଦେଶୀ ମଦ ଜବତ କରିଛି । ଏହି ଘଟଣାରେ ୨ ଜଣ ବେପାରୀଙ୍କୁ ଗିରଫ କରିଥିବା ବେଳେ ଗୋଟିଏ … Read More

ଖୁବ ଶିଘ୍ର ଚାଲିବ ‘ମୋ ବସ’: ବୋଥ୍ରା

ଭୁବନେଶ୍ବର, (ଓଡିଶା ଟାଇମ୍) : ଖୁବ ଶିଘ୍ର ଚାଲିବ ‘ମୋ ବସ’ । କଟକ-ଭୁବନେଶ୍ୱର ମଧ୍ୟରେ ମୋ ବସ ଚାଲିବା ନେଇ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟର ସିଇଓ ଅରୁଣ ବୋଥ୍ରା କହିଛନ୍ତି । ସେନେଇ ଆସନ୍ତାକାଲି ଅବଗତ କରାଯିବ ବୋଥ୍ରା … Read More

୧୦୩ ସଂକ୍ରମିତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କୋରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୮ରେ … Read More

ଇଦ ପାଇଁ ରାଜଧାନୀରେ ‌ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଜି ପବିତ୍ର ଇଦ । ଇସଲାମ ଧର୍ମାବଲମ୍ବୀଙ୍କ ପାଇଁ ଇଦ ଏକ ବଡ ପର୍ବ । ସାରା ଦେଶରେ ହର୍ଷ ଉଲ୍ଲାସର ସହ ପାଳନ ହେଉଛି । ଏହାକୁ ଦ୍ରୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ … Read More

୧୬ ଜିଲ୍ଲାରୁ ଆଉ ୧୦୩ କରୋନା ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଟ୍ରେନ୍‌ ଚେନ୍‌ ଟାଣି ଅଧାବାଟରେ ଓହ୍ଲାଇଲେ ପ୍ରବାସୀ ଶ୍ରମିକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁଣି ଟ୍ରେନ୍‌ ଚେନ୍‌ ଟାଣି ଅଧାବାଟରେ ଓହ୍ଲାଇଲେ ପ୍ରବାସୀ ଶ୍ରମିକ। ଜଣେ କି ଦୁଇଏକାବେଳେ ୩୨୦ ଜଣ ପ୍ରବାସୀ ଶ୍ରମିକ ଆଜି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଲ୍‌ୱେ ଷ୍ଟେସନରେ ଓହ୍ଲାଇ ପଡ଼ିଥିବା ଘଟଣା ଏବେ ସାମ୍ନାକୁ … Read More

ଆସନ୍ତାକାଲିଠୁ କଟକରେ ଅନଲାଇନରେ ବିକ୍ରି ହେବ ମଦ

ଭୁବନେଶ୍ବର, (ଓଡିଶା ଟାଇମ୍): ଆସନ୍ତାକାଲିଠାରୁ କଟକରେ ଅନଲାଇନରେ ମଦ ବିକ୍ରି ପାଇଁ ସଂଘ ଶେଷରେ ରାଜି ହୋଇଛି। କିନ୍ତୁ ଜୋମାଟୋ କିମ୍ବା ସ୍ୱିଗି ନୁହଁ, ବରଂ ଦୋକାନୀଙ୍କ ଦ୍ୱାରା ନିଯୁକ୍ତ ବ୍ୟକ୍ତି ହିଁ ଗ୍ରାହକଙ୍କୁ ମଦ ଡେଲିଭରି ଦେବେ ବୋଲି ସଂଘ … Read More

ଆଗାମୀ ୫ ଦିନ ଯାଏ ଓଡ଼ିଶାରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ଆଜି ୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ବର, (ଓଡିଶା ଟାଇମ୍) : ତାପମାତ୍ରା ଆହୁରି ବଢ଼ିବ । ଆଗାମୀ ୫ ଦିନ ପାଇଁ ଓଡ଼ିଶାର ୧୦ଟି ଜିଲ୍ଲାରେ ତାପମାତ୍ରା ଅଧିକ ରହିବ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଏହି ସୂଚନା ଦିଆଯାଇଛି । ପାଣିପାଗ … Read More