ଅନଲାଇନରେ ବିକିବୁ ନାହିଁ ମଦ,ଅଫଲାଇନ କରାଯାଉ: ମଦ ବ୍ୟବସାୟୀ ସଂଘ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ମଦର ହୋମ ଡେଲିଭରୀ ପାଇଁ ଅନୁମତି ମିଳିସାରିଛି । ଆଜିଠାରୁ ସାରା ରାଜ୍ୟରେ ମଦର ହୋମ୍ ଡେଲିଭରୀ ଆରମ୍ଭ ହୋଇଥିବା ବେଳେ କଟକରେ ଏହାକୁ ବିରୋଧ କରାଯାଇଛି । ମଦ ଦୋକାନ ବନ୍ଦ ରଖିବାକୁ କଟକ … Read More

ଟ୍ରେନରେ କନ୍ୟା ସନ୍ତାନ ପ୍ରସବ କଲେ ମହିଳା

ଟିଟିଲାଗଡ଼, (ଓଡିଶା ଟାଇମ୍) :କୋରୋନା ପାଇଁ ସାରାଦେଶରେ ଲକଡାଉନ ଚାଲିଥିବା ବେଳେ ଆଜି ଏକ ଅଭାବନୀୟ ଘଟଣା ମଧ୍ୟ ସାମ୍ନାକୁ ଆସିଛି । ବଲାଙ୍ଗୀର ଜିଲା ଟିଟଲାଗଡରେ ସ୍ଵତନ୍ତ୍ର ଶ୍ରମିକ ଟ୍ରେନରେ ଆଜି ଜଣେ ପ୍ରବାସୀ ମହିଳା ଶ୍ରମିକ କନ୍ୟା ସନ୍ତାନକୁ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୫୩ କୋରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ସୁସ୍ଥ ହେଲେ ଆଉ ୫୩ କୋରୋନା ଆକ୍ରାନ୍ତ । ଫଳରେ ରାଜ୍ୟରେ ମୋଟ ୫୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ … Read More

୬୭ କୋରୋନା ସଂକ୍ରମିତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ … Read More

ଆସନ୍ତାକାଲିଠାରୁ ଦେଶବ୍ୟାପୀ ଘରୋଇ ବିମାନ ଚଳାଚଳ : ଜୁନ୍‌ ମଧ୍ୟଭାଗରୁ ଉଡ଼ିବ ଆନ୍ତର୍ଜାତିକ ବିମାନ !

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଆସନ୍ତାକାଲିଠାରୁ ଦେଶବ୍ୟାପୀ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବ । ଏଥିଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଗତ ୨୦ ତାରିଖରେ କୋଭିଡ୍‍-୧୯ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଚାଲିଥିବା ଲକଡାଉନ୍‍ ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରିଛନ୍ତି … Read More

ସୋମବାର ପାଳନ ହେବ ଇଦ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତାକାଲି ପାଳନ ହେବ ଇଦ୍ । ପବିତ୍ର ରମ୍‌ଜାନ୍‌ ମାସ ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ । ଆସନ୍ତାକାଲି ଶେଷ ରୋଜା ରଖିବା ପରେ ସନ୍ଧ୍ୟାରେ ଚାନ୍ଦ ଦେଖି ରୋଜା ଭାଙ୍ଗିବେ ମୁସଲମାନ ଭାଇ … Read More

ରାଜ୍ୟରେ ନୂଆ ୬୭ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ରାଜ୍ୟରେ ୬୭ଜଣ ନୂଆ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଗତକାଲି ୫୩୮୮ଜଣ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷଣ ପରେ ଏହି ୬୭ଜଣ କରୋନା ଭୁତାଣୁ ଦ୍ଵାରା ସଂକ୍ରମିତ ହୋଇଥିବା ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

୨୫ ହଜାର ପ୍ରବାସୀ ଓଡିଆ ଶ୍ରମିକଙ୍କୁ ନେଇ ଆସୁଛି ସ୍ଵତନ୍ତ୍ର ଟ୍ରେନ

 ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଓଡ଼ିଶାରେ ପହଂଚିବ ଶ୍ରମିକ ସ୍ପେଶାଲ ଟ୍ରେନ । ଏହା ଯୋଗେ ଆସୁଛନ୍ତି ୨୫ ହଜାର ପ୍ରବାସୀ ଓଡ଼ିଆ । ମହାରାଷ୍ଟ୍ର,ତାମିଲ ନାଡୁ, ବେଙ୍ଗାଳୁରୁ, ନୂଆଦିଲ୍ଲୀ,ସୁରଟ, ପୁନେ , ବିଶାଖାପାଟଣା, ତେଲେଙ୍ଗାନା, ଗୁଜୁରାଟ, ଗୋଆ ଆଦି … Read More

ଅମ୍ପନ ପ୍ରଭାବିତ ପଶ୍ଚିମବଙ୍ଗୋକୁ ସହାୟତାର ହାତ ବଢାଇଲା ଓଡିଶା

ଭୁବନେଶ୍ୱର,(ଓଡିଶା ଟାଇମ୍) : ବାତ୍ୟା ଅମ୍ପନରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପଶ୍ଚିମବଙ୍ଗୋ । ଉଦ୍ଧାର କାର୍ଯ୍ୟ ଓ ରିଲିଫ ନିମନ୍ତେ ଓଡିଶା ସରକାରଙ୍କ ପକ୍ଷରୁ ୩୦୦ ଅଗ୍ନିଶମ କର୍ମଚାରୀ ଓ ୧୦ଟି ଓଡ୍ରାଫ ଟିମଙ୍କ ସହ ୫୦୦ ଜଣ କର୍ମଚାରୀଙ୍କୁ ପଠାଇଛନ୍ତି … Read More

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୬୨ କୋରୋନା ଆକ୍ରାନ୍ତ

ଭୁବନେଶ୍ୱର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୬୨ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୪୯୭ ଜଣ କୋରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ … Read More