ଓଡ଼ିଶା ସମେତ ସମଗ୍ର ଦେଶରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଓଡ଼ିଶା ସମେତ ସାରା ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ବୁଧବାର ସମ୍ପୂର୍ଣ୍ଣ ବିଦାୟ ନେଇଛି। ଭୁବନେଶ୍ଵର ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ବିଦାୟ ନେବାର … Read More

ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଖୁବଶୀଘ୍ର ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୧ପୂର୍ବରୁ ବିଧାନସଭାର ଶୀତକାଳୀନ ଅଧିବେଶନ ବସିବ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ଯ ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। … Read More

ରାଜଧାନୀରେ ୨୪ ଘଣ୍ଟାରେ ୮୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୮  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୮୨ରେ ପହଞ୍ଚିଛି ।ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭ ଜଣ ରହିଥିବା ବେଳେ ୭୧ … Read More

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ  ୨୪ଗତ ଘଣ୍ଟା ମଧ୍ୟରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି

ପୁରୀ, (ଓଡିଶା ଟାଇମ୍) :ଶ୍ରୀମନ୍ଦିରରେ ଆଜି ଠାରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ଆଶ୍ୱୀନ ମାସ ଶୁକ୍ଳପକ୍ଷ ଏକାଦଶୀ ଅର୍ଥାତ୍ ଆଜିଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଥିବା ନୀତି ନିର୍ଘଣ୍ଟ … Read More

ଆଜି ଧରାପୃଷ୍ଠରୁ ବିଦାୟ ନେବେ ଜଗତଜନନୀ ମାଆ ଦୁର୍ଗା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଧରାପୃଷ୍ଠରୁ ବିଦାୟ ନେବେ ଜଗତଜନନୀ ମାଆ ଦୁର୍ଗା । ମାଆଙ୍କ ମେଲାଣି ପାଇଁ କଟକ ଓ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ କୃତ୍ରିମ ଜଳାଶୟ ବ୍ୟବସ୍ଥା କରାଯାଇଛି । ଚଳିତ ବର୍ଷ ଭଷାଣ ବେଳେ କୌଣସି ପ୍ରକାରର … Read More

ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରେସନ ବେଳେ ଗୁଳି ବିନିମୟ, ପୋଲିସ-ମାଓବାଦୀ ମୁହାଁମୁହିଁ

ମାଲାକନଗିରି , (ଓଡିଶା ଟାଇମ୍) :ଆନ୍ଧ୍ର-ଓଡ଼ିଶା ସୀମାରେ ପୁଲିସ-ନକ୍ସଲ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟ ଏବେ ସୁଦ୍ଧା ଚାଲିଛି। ମାତ୍ର ଏଥିରେ କେହି ମୃତାହତ ହୋଇଥିବା ଜଣାପଡ଼ି ନାହିଁ। ସୂଚନା ଅନୁଯାୟୀ ଆଜି ସକାଳୁ ମାଲକାନଗିରି ଜିଲା ସ୍ୱାଭିମାନ … Read More

ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର : ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ

ପାରାଦୀପ, (ଓଡିଶା ଟାଇମ୍) : ବୁଡ଼ି ରହିଥିବା ବ୍ଲାକରୋଜ ଜାହାଜରେ ପିଟି ହୋଇ ଏକ ଟ୍ରଲର ବୁଡ଼ି ଯାଇଛି। ଟ୍ରଲ୍‌ରରେ ଥିବା ୫ଜଣ ମତ୍ସ୍ୟଜୀବୀଙ୍କ ଉଦ୍ଧାର କରାଯାଇଥିବାବେଳେ ଆଉ ୪ଜଣ ନିଖୋଜ ରହିଛନ୍ତି। ମାଛ ଧରୁଥିବା ଡଙ୍ଗା ଦ୍ବାରା ଟ୍ରଲର୍‌ର ୫ … Read More

ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ

ମାଲାକନଗିରି , (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ଵାଭିମାନ ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ କୁମ୍ବିଂ ଅପରେସନ ବେଳେ ଜବତ ହେଲା ବିପୁଳ ପରିମାଣର ଅସ୍ତ୍ର ଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ । ସୋମବାର ସକାଳେ ବିଏସଏଫ … Read More