୨୪ ଘଣ୍ଟାରେ ଭୁବନେଶ୍ଵରରୁ ଚିହ୍ନଟ ହେଲେ ୧୮୯ ଆକ୍ରାନ୍ତ, ସୁସ୍ଥ ହୋଇ ଘରକୁ ଫେରିଲେ ୨୬୭
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟାରେ ଭୁବନେଶ୍ଵରରୁ ୧୮୯ ନୂତନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ୨୬୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ଵର ମହାନଗର ନିଗମ ଟ୍ଵିଟ୍ କରି ଶୁକ୍ରବାର ଏହାର ସୂଚନା ଦେଇଛି। ବିଏମସି ଅନୁଯାୟୀ, ଗତ ୨୪ … Read More











