ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଜିପିଏଚ ଡ଼ିଭିଜନ-୨ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ମଙ୍ଗଳବାର ଜଣାପଡିଛି। ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଡାଉ କରିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗେରେ ମୋଟ … Read More

ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର

ଭୁବନେଶ୍ବର, (ଓଡିଶା ଟାଇମ୍) :ପୁରୀ ସ୍ବର୍ଗଦ୍ବାରରେ ଶବ ସତ୍କାର ନେଇ କଟକଣା ହଟାଇ ଦିଆଯାଇଛି। ଏଣିକି ବାହାର ଜିଲାର ଯେକୌଣସି ବ୍ୟକ୍ତିଙ୍କ ମୃତଦେହ ତାଙ୍କ ସମ୍ପର୍କୀୟ ପୁରୀ ସ୍ବର୍ଗଦ୍ବାର ଆଣି ସତ୍କାର କରିପାରିବେ। ଅନ୍ୟ ସ୍ବର୍ଗଦ୍ବାର​‌େ​‌ର ଅନ୍ୟ ଜିଲାର ବ୍ୟକ୍ତିଙ୍କ ମୃତଦେହ … Read More

ଉଚ୍ଚ ମୂର୍ତ୍ତିକୁ ଅନୁମତି ଦେଲେ କୋର୍ଟ : ୯ ପୂଜା କମିଟି ଆଶ୍ବସ୍ତ, ବିସର୍ଜନ ଦାୟିତ୍ବ ପ୍ରଶାସନର

ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ସହରରେ ଦୁର୍ଗାପୂଜା ପାଇଁ ୯ଟି ପୂଜା କମିଟିକୁ ଉଚ୍ଚ ମୂର୍ତ୍ତି ପାଇଁ ଓଡ଼ିଶା ହାଇକୋର୍ଟ ଅନୁମତି ଦେଇଛନ୍ତି। ଫଳରେ ମୂର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ତେବେ ପ୍ରଶାସନ ଏହି … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି … Read More

ରାଜ୍ୟରେ ଚିହ୍ନଟ ହେଲେ ୧୯୮୨କରୋନା ସଂକ୍ରମିତ, ୨୭୦୩୪୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୦୩୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ, ଦିନକରେ ୫୭୯ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ     ଆଉ ୫୫,୭୨୩ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଦେଶରେ ମୋଟ … Read More

ଆଜିଠୁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । କୋଭିଡ କଟକଣା ମାନି ଜାତୀୟ ଉଦ୍ୟାନ ବୁଲି ପାରିବେ ପର୍ଯ୍ୟଟକ । ଦିନକୁ ସର୍ବାଧିକ ୫୦୦ ପର୍ଯ୍ୟଟକ ଭିତରକନିକା ଭିତରକୁ ପ୍ରବେଶ କରିପାରିବେ … Read More

ଭିଜିଲାନ୍ସ ଜାଲରେ ଅଧ୍ୟାପକ, ଏକାସାଙ୍ଗରେ ୬ଟି ସ୍ଥାନରେ ରେଡ୍‌

ଗଜପତି , (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ଅଧ୍ୟାପକ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅଞ୍ଚଳର ଅଧ୍ୟାପକ ଜି.ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଜାରି ରହିଛି । … Read More

ବିନା ଭକ୍ତରେ ଶକ୍ତିପୀଠରେ ଚାଲିଛି ନବରାତ୍ରୀ ପୂଜା

ପାତ୍ରପୁର , (ଓଡିଶା ଟାଇମ୍) :ପାତ୍ରପୁର ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା କୁରେଇସୁଣି ପୀଠରେ ନବରାତ୍ରୀ ପୂଜା ଆରମ୍ଭ ହୋଇଛି। ଦକ୍ଷିଣ ଓଡ଼ିଶାର ଅନ୍ୟ ତମ ଦେବୀ ପୀଠ ତୁରିବୁଡି ପଞ୍ଚାୟତର ନୁଆଁଗଡ଼ ଗ୍ରାମରେ ଥିବା କୁରେଇସୁଣି ଠାରେ ଗତରାତ୍ର ବାହୁଦା … Read More

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ, ଆଜିଠୁ ୫ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣରୁ ଉପକୂଳ ପ୍ରବଳ ବର୍ଷିବ। ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆଜି … Read More