କଂଗ୍ରେସର ଜିଲ୍ଲା ସଭାପତି ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : କଂଗ୍ରେସ ରବିବାର ୩୩ ଜଣ ସାଂଗଠନିକ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦେଇଛି। ଗଞ୍ଜାମରୁ ରମେଶ ଜେନା, ଖୋର୍ଦ୍ଧାରୁ ସୁରେଶ କୁମାର ରାଉତରାୟ, ରାଉରକେଲାରୁ ଜର୍ଜ ତିର୍କୀ। ଢେଙ୍କାନାଳରୁ ସରୋଜ ପଟ୍ଟନାୟକ, ଭୁବନେଶ୍ୱରରୁ ବିଶ୍ୱଜିତ ଦାସଙ୍କୁ ଦେଇଛି। … Read More

୪ଦିନ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି

ଭୁବନେଶ୍ବର, (ଓଡିଶା ଟାଇମ୍) : ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, … Read More

ନିଟ ଟପ୍ପର ସୋଏବ ଅଫତାବଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : NEET ଟପ୍ପର ସୋଏବ ଅଫତାବଙ୍କ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଫଳତା ପାଇଁ ସୋଏବଙ୍କୁ ଫୋନ୍ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସୋଏବଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ କାମନା କରିଛନ୍ତି … Read More

ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୧୩୫ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୦୧୯ କରୋନା ସଂକ୍ରମିତ, ୨୬୮୩୬୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୩୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଦେଶରେ କରୋନା ପଜିଟିଭ ସଂଖ୍ୟା ୭୪ ଲକ୍ଷ ୯୪ ହଜାର ୫୫୨ ; ଚିହ୍ନଟ ଆକ୍ରାନ୍ତ ୬୧, ୮୭୧

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ପଜିଟିଭ ସଂଖ୍ୟାରେ ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୬୧, ୮୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୩୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ … Read More

ଦାଦାବଟି ଜୁଲମ ଅଭିଯୋଗରେ ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୁଣି ଥରେ ପୋଲିସ କବଜାରେ ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ। ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟକୁ ଗିରଫ କରିଛି ପୋଲିସ । ୨୦ହଜାର ଟଙ୍କା ଦାଦାବାଟି ମାଗିବା ଅଭିଯୋଗରେ ଗିରଫ କରିଛି ପୋଲିସ । ବର୍ତ୍ତମାନ … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୨୧ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି … Read More

ରାଜ୍ୟରେ ଚିହ୍ନଟ ହେଲେ ୨୧୯୬ କରୋନା ସଂକ୍ରମିତ, ୨୬୬୩୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ରୁ ୨୧ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ୧୯ ତାରିଖ ବେଳକୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା । ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ … Read More