ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା : ବାଲେଶ୍ବର ସଦରରୁ ମାନସ ଦତ୍ତ, ତିର୍ତ୍ତୋଲରୁ ରାଜକିଶୋର ବେହେରା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜେପି ରବିବାର ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ବର ସଦର ପାଇଁ ପୂର୍ବତ୍ତନ ବିଧାୟକ ମଦନମୋହନ ଦତ୍ତଙ୍କ ପୁଅ ମାନସ ଦତ୍ତକୁ ପ୍ରାର୍ଥୀ କରିଥିବା ବେଳେ ତିର୍ତ୍ତୋଲ ପାଇଁ ରାଜ କିଶୋର … Read More

ଡିପ୍ରେସନରେ ପରିଣତ ହେଲା ଲଘୁଚାପ, ବିଶାଖାପାଟଣା ଠାରୁ ୪୩୦ କିମି ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ

ଭୁବନେଶ୍ବର, (ଓଡିଶା ଟାଇମ୍) : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ … Read More

ରାଜ୍ୟରେ ପୁଣି ୧୬ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୫୪୬ କରୋନା ସଂକ୍ରମିତ, ୨୫୨୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୨୨୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଘନୀଭୂତ ହେଉଛି ଲଘୁଚାପ, ତିନିଦିନ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ରହିଛି। ଆସନ୍ତା ୨୪ଘଣ୍ଟାରେ ଅବପାତରେ ପରିଣତ ହେବ । … Read More

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ୨୪ ଘଣ୍ଟାରେ ୭୪ ହଜାର ୩୮୩ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪ ହଜାର ୩୮୩  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ସିଲ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ସିଲ୍ ହେଲା ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ । ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି । କାର୍ଯ୍ୟାଳୟରେ ଜନ୍ମଦିନ ପାଳନ କରିଥିଲେ ସାଂସଦ ଅପରାଜିତା ଷଡଙ୍ଗୀ … Read More

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୬କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୫ ଜଣଙ୍କ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୮୫୪ କରୋନା ସଂକ୍ରମିତ, ୨୪୯୬୯୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ : ଆଜି ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଂଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଆଜି ଏହା କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଘନୀଭୂତ ହୋଇ ଅବପାତର ରୂପନେବ । ପ୍ରଭାବରେ ୧୧ ତାରିଖରୁ ୧୩ ତାରିଖ … Read More