୧୨ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୧୨ତାରିଖରୁ ଚଳିତ ଏକକ ପିଜି ପ୍ରବେଶିକା ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ୧୨ରୁ ଆରମ୍ଭ ହୋଇ ୨୨ ଯାଏଁ ଚାଲିବ। କରୋନା ପରୀକ୍ଷାର୍ଥୀମାନେ ମଧ୍ୟ ପରୀକ୍ଷା ଦେଇପାରିବେ । ଆକ୍ରାନ୍ତ ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର … Read More

ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୧୬ ଯାଏଁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତିର୍ତ୍ତୋଲ ଓ ବାଲେଶ୍ଵର ସଦର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ କରାଯିବ। ନାମାଙ୍କନ ଦାଖଲର ଶେଷ ତାରିଖ ୧୬ … Read More

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୬୯୭ କରୋନା ସଂକ୍ରମିତ, ୨୪୬୮୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬୮୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

କଟକରେ 5T ସଚିବ ଭିକେ ପାଣ୍ଡିଆନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :କଟକ ଜିଲ୍ଲା ଗସ୍ତ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ। 5T ସଚିବ ଭିକେ ପାଣ୍ଡିଆନ ସ୍ଥିତି ସମୀକ୍ଷା କରିଛନ୍ତି। ତାଳଦଣ୍ଡା କେନାଲ ସମ୍ପ୍ରସାରଣ କାର୍ଯ୍ୟ ସମୀକ୍ଷା କରିଛନ୍ତି। ସମ୍ପ୍ରସାରଣ କାର୍ଯ୍ୟ ଅଗ୍ରଗତିର ତଦାରଖ କଲେ ସଚିବ … Read More

ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୮,୫୬୮ଟି ଆରଟି-ପିସିଆର, ୩୯,୨୧୯ଟି ଆଣ୍ଟିଜେନ ଓ ୮୨ଟି ଟ୍ରୁନଟ୍‌ ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତ ବୁଧବାର ଦିନ … Read More

ବ୍ୟାଟେରୀ ନୁହେଁ, କ୍ୟାପାଟେରୀ ବଦଳାଇବ ମୋବାଇଲ୍‌ ବ୍ୟବହାରକାରୀଙ୍କ ଦୁଃଖ l

ଭୁବନେଶ୍ବର, ( ବ୍ୟୁରୋ): ମୋବାଇଲ୍‌ର ବ୍ୟାଟେରୀ ଶୀଘ୍ର ଶେଷ ହୋଇଯିବା ବ୍ୟବହାରକାରୀଙ୍କ ପାଇଁ ସବୁଠରୁ ବଡ଼ ଦୁଃଖ ଆଣିଥାଏ। ଏଥିଲାଗି ଅନେକ ଜରୁରୀ ଯୋଗାଯୋଗ ମଧ୍ୟ ମଝିରେ ଅଟକିଯିବାର ଆଶଙ୍କା ରହିଛି। ସେଥିଲାଗି ମୋବାଇଲଠାରୁ .ଅନେକଗୁଣ ଭାରୀ ପାୱାରବ୍ୟାଙ୍କ୍‌କୁ କିଛି ଲୋକ … Read More

୨୪ଘଣ୍ଟାରେ ଡେଲିଭରୀ ସହ ଡେମୋ ଦେଖାଉଛି ‘ଡେମୋ ଅନ୍‌ ଡେଲିଭରୀ’

ଭୁବନେଶ୍ବର, (ବ୍ୟୁରୋ): ଭୁବନେଶ୍ବର ଏବଂ କଟକରେ ରହୁଥିବା ଲୋକଙ୍କ ପାଇଁ ଅନ୍‌ଲାଇନ୍‌ କ୍ରୟର ଏକ ନୂଆ ଅନୁଭୂତି ଆଣିଛି ‘ଡେମୋ ଅନ୍‌ ଡେଲିଭରୀ’। ସମ୍ପୂଣ୍ଣ ଭାବେ ଓଡ଼ିଆ ଉଦ୍ୟୋଗୀଙ୍କ ଦ୍ବାରା ତିଆରି ଏହି ଷ୍ଟାର୍ଟଅପ୍‌ ଦ୍ବାରା ଲୋକଙ୍କୁ କୌଣସି ଜିନିଷ କିଣିଲେ … Read More

ରାଜ୍ୟରେ ଖୋଲିବ ମନ୍ଦିର ! କାର୍ଯ୍ୟପନ୍ଥା ସ୍ଥିର କରିବାକୁ ସରକାରଙ୍କ ନିର୍ଦ୍ଦେଶ, ୧୦ଦିନ ଭିତରେ ରିପୋର୍ଟ ଦେବେ ଜିଲ୍ଲାପାଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମନ୍ଦିର ତଥା ପୁରୀ ଶ୍ରୀମନ୍ଦିର ଓ ଅନ୍ୟାନ୍ୟ ପ୍ରମୁଖ ମନ୍ଦିର ଖୋଲିବା ପାଇଁ କାର୍ଯ୍ୟପନ୍ଥା ସ୍ଥିର ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ଦିରର ପ୍ରଶାସନକୁ ଏନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ … Read More

ରାଜ୍ୟରେ ୧୬କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୭୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More