ଭିଜିଲାନ୍ସ ଜାଲରେ ଟିକସ ସଂଗ୍ରହ କର୍ମଚାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ପୌର ପରିଷଦ ଟ୍ୟାକ୍ସ ସଂଗ୍ରହ କର୍ମଚାରୀ । ଖୋର୍ଦ୍ଧା ପୌର ପରିଷଦ ଟ୍ୟାକ୍ସ ସଂଗ୍ରହ କର୍ମଚାରୀ ସଦାଶିବ ସ୍ବାଇଁଙ୍କ ଘରେ ରେଡ଼ କରାଯାଉଛି । ଏକାସାଙ୍ଗେ ବାସଭବନ ସମତେ ବିଭିନ୍ନ ସ୍ଥାନରେ ଚଢାଉ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୬୩ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୫୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ରାଜ୍ୟରେ ହାଡଥରା ଶୀତ, ଆହୁରି ଖସିବ ପାରଦ, ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର ଭାରତରୁ ଓଡ଼ିଶାକୁ ଥଣ୍ଡା ପବନ ପ୍ରବାହ ଫଳରେ ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ କମିଛି। ରାଜ୍ୟର ଅର୍ଦ୍ଧାଧିକ ଅଞ୍ଚଳ ଜାଡ଼ରେ ଥରୁଛି। ଫୁଲବାଣୀରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ … Read More

ଆଜି ଡିସେମ୍ବର ୨୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଅସମାପ୍ତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସକ୍ଷମ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ବଳି ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ … Read More

ନାବାଳିକାକୁ ମାଡ଼ମାରିବା ଘଟଣାରେ ଗୋଟିଏ ଗାଁର ୧୬ ମହିଳା ଗିରଫ

ଖଲିକୋଟ, (ଓଡିଶା ଟାଇମ୍) : ଜଣେ ବାପ ମା’ ଛେଉଣ୍ଡ ନାବାଳିକାଙ୍କୁ ଗଛରେ ବାନ୍ଧି ଅକଥନୀୟ ନିର୍ଯାତନା ଦେବା ଅଭିଯୋଗରେ ଖଲ୍ଲିକୋଟ ଭିକାପଡ଼ା ଗାଁର ୧୬ ଜଣ ମହିଳାଙ୍କୁ ଗତକାଲି ପୋଲିସ ଗିରଫ କରଛି। ଆଜି ସମସ୍ତଙ୍କୁ କୋର୍ଟରେ ହାଜର କରାଯିବ … Read More

ବିଏସଏଫ ଯବାନଙ୍କ ଦ୍ୱାରା ଲ୍ୟାଣ୍ଡମାଇନ ଉଦ୍ଧାର

ମାଲକାନଗିରି, (ଓଡିଶା ଟାଇମ୍) :ଆସନ୍ତାକାଲି ମାଲକାନଗିରି ଜିଲ୍ଲା ବନ୍ଦ ଡାକରା ଦେଇଛନ୍ତି ମାଓବାଦୀ । ହେଲେ ବନ୍ଦ ଡାକରାର ଦିନକ ପୂର୍ବରୁ ସୁରକ୍ଷା ବାହିନୀକୁ ମିଳିଛି ବଡ ସଫଳତା । ମାଓବାଦୀମାନେ ଖଞ୍ଜିଥିବା ଲ୍ୟାଣ୍ଡମାଇନକୁ ଠାବ କରି ନିଷ୍କ୍ରିୟ କରିଛନ୍ତି ସୁରକ୍ଷାକର୍ମୀ … Read More

ଶୀତରେ ଥରୁଛି ସାରା ଓଡିଶା, ଦିନକରେ ୫ ଡିଗ୍ରୀ ଖସିଲା ତାପମାତ୍ରା

ଭୁବନେଶ୍ବର, (ଓଡିଶା ଟାଇମ୍) :ଶୀତରେ ଥରୁଛି ସାରା ଓଡିଶା । ହେଉଛି ଅସମ୍ଭାଳ ଶୀତ । ଶୁକ୍ରବାର ତୁଳନାରେ ଶନିବାର ରାତିରୁ ତାପମାତ୍ରା କମିବାର ସହ ବଢିଛି ଥଣ୍ଡା। ସେହିଭଳି ଝାରସୁଗୁଡ଼ାରେ ମଧ୍ୟ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ କମି ୮.୨ … Read More

ପରୀ ପାଇଁ ବିଜେପିର ପଦଯାତ୍ରା ଆଜିଠାରୁ

ଭୁବନେଶ୍ବର, (ଓଡିଶା ଟାଇମ୍) :  ‘ପରୀ’ ହତ୍ୟାକାଣ୍ଡକୁ ନେଇ ବିଜେପି ପକ୍ଷରୁ ଦୀର୍ଘଦିନ ଧରି ଆନ୍ଦୋଳନ, ବିକ୍ଷୋଭ ଚାଲିଛି। ଘଟଣାର ସତ୍ୟ ଲୋକଲୋଚନକୁ ଆସିଲେ କାଳେ ସରକାରଙ୍କୁ ମହଙ୍ଗା ପଡିବ ସେହି ଭୟରେ ସିବିଆଇ ତଦନ୍ତ ନଦେଇ ଲୋକଦେଖାଣିଆ ଏସଆଇଟି ତଦନ୍ତ … Read More

ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୫୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୨କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୫୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୮୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More