ରାଜ୍ୟରେ ସର୍ବାଧିକ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୬୧୫ କରୋନା ସଂକ୍ରମିତ, ୨୨୨୭୩୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୨୭୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୬୪୫ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ୪୯,୬୪୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୦୭୫ଟି ଆରଟିପିସିଆର ଏବଂ ୪୧, ୪୫୯ଟି ଆଣ୍ଟିଜେନ ଟେଷ୍ଟ ଓ … Read More

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା : ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସୁଛି ବଡ ବର୍ଷା । ୫ ଦିନ ପ୍ରବଳ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ଦୁଇ … Read More

ଅନଲକ୍ ୫.୦ ଗାଇଡ୍‌ଲାଇନ୍: ଖୋଲିବ ସିନେମା ହଲ୍, ମନୋରଞ୍ଜନ ପାର୍କ, ସ୍କୁଲ-କଲେଜ୍ ଉପରେ ରାଜ୍ୟ ନେବେ ନିଷ୍ପତ୍ତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନା ସଂକ୍ରମଣର ପ୍ରକୋପ ମଧ୍ୟରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅନଲକ୍‌-୫ ପାଇଁ ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ଗୃହ ମନ୍ତ୍ରଣାଳୟର ଗାଇଡ୍‌ଲାଇନ୍‌ ଅନୁଯାୟୀ ଅନଲକ-୫ରେ ସିନେମାଘର ଓ ମଲ୍‌ଟିପ୍ଲେକ୍ସ ୫୦ ପ୍ରତିଶତ ସିଟ୍‌ ସହିତ ଖୋଲିବ। ଅକ୍ଟୋବର ୧୫ରୁ … Read More

ଶନିବାର ରାଜ୍ୟ ସରକାରୀ ଅଫିସ୍ ଛୁଟି, କାର୍ଯ୍ୟ ଦିବସରେ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ଅକ୍ଟୋବର ମାସରେ ଭୁବନେଶ୍ବର ଓ କଟକରେ ସମସ୍ତ ସରକାରୀ ଅଫିସ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ଏଥିସହ ପ୍ରତ୍ୟେକ ଶନିବାର ରାଜ୍ୟର ସମସ୍ତ ସରକାରୀ ଅଫିସ୍‌ ଛୁଟି ରହିବ। ଏ ନେଇ ସାଧାରଣ ପ୍ରଶାସନ … Read More

ଚାନ୍ଦିପୁରରେ ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ

ଚାନ୍ଦିପୁର, (ଓଡିଶା ଟାଇମ୍) :ଚାନ୍ଦିପୁରରେ ଥିବା ଅନ୍ତରୀଣ ପରୀକ୍ଷଣ ଘାଟିରୁ ବୁଧବାର ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ହୋଇଯାଇଛି। ସକାଳ ୧୦ଟା ୨୭ରେ ଏହି ପରୀକ୍ଷଣ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ ହୋଇଥିଲା। … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୪୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୩୪୪୩ କରୋନା ସଂକ୍ରମିତ, ୨୧୯୧୧୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଦିନକ ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଉର୍ଧ୍ବ କୋଭିଡ୍‌ ନମୁନା ପରୀକ୍ଷା କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ ନମୁନା … Read More