ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୦୪୯ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୦୪୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୭,୦୪୬ଟି ଆରଟିପିସିଆର ଏବଂ ୪୧,୯୩୬ଟି ଆଣ୍ଟିଜେନ ଟେଷ୍ଟ ଓ … Read More

ଦେଶରେ ୨୪ ଘଣ୍ଟାରେ ୧,୧୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ସଂଖ୍ୟା ୯୪, ୫୦୩

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୮ହଜାର ୬୦୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ଆଜି ଜେଇଇ ଆଡଭାନ୍ସଡ୍, ଦୁଇଟି ସିଟିଂରେ ହେବ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଜେଇଇ ଆଡଭାନ୍ସଡ୍ । ଚଳିତ ବର୍ଷ ଜେଇଇ ଆଡଭାନ୍ସଡ ବୈଷୟିକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ଦେଶରେ ୧ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ … Read More

ସୁସ୍ଥରେ ସର୍ବକାଳୀନ ରେକର୍ଡ: ୨୪ ଘଣ୍ଟାରେ ରାଜ୍ୟରେ ଆରୋଗ୍ୟ ହେଲେ ୪୭୬୧ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ସଂକ୍ରମଣ ଯେଉଁ ହାରରେ ବଢି ଚାଲିଛି ସେହି ଅନୁସାରେ ସୁସ୍ଥ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢି ଚାଲିଛି। ଏହି କ୍ରମରେ ଆଜି ଓଡିଶାରେ ସୁସ୍ଥ ସଂଖ୍ୟା ସବୁ ରେକର୍ଡ କାଟି ଦେଇଛି। ଗତ … Read More

ବିଧାନସଭା ପରିସରରେ କରୋନା ଟେଷ୍ଟ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଧାନସଭା ମୌସୁମୀ ଅଧିବେଶନ ପାଇଁ ଆଜି ପ୍ରାୟ ସକାଳ ୮ଟାରେ ସମସ୍ତ ସଦସ୍ୟ ଓ କର୍ମଚାରୀଙ୍କ କରୋନା ଟେଷ୍ଟ ଆରମ୍ଭ ହୋଇଛି। ଏଥିପାଇଁ ବିଧାନସଭା ପରିସରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଆଜି ଠାରୁ ୩ ଦିନ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩,୫୩୪କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩,୫୩୪ କରୋନା ନମୁନା ପରୀକ୍ଷା କରାଯାଇଥିବା ଜଣାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୯୧୭ଟି ଆରଟିପିସିଆର ଏବଂ ୪୩,୫୩୪ଟି ଆଣ୍ଟିଜେନ ଟେଷ୍ଟ … Read More

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୮୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୪୩୫୬ କରୋନା ସଂକ୍ରମିତ, ୨୦୫୪୫୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୫୪୫୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ବିଧାନସଭା ପୂର୍ବରୁ କୋଭିଡ୍ ଟେଷ୍ଟ, ଆଜିଠୁ ବିଧାନସଭା ପରିସରରେ ହେବ କରୋନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ୨୯ ତାରିଖରୁ ବିଧାନସଭା ଅଧିବେଶନ । ଆଜିଠୁ ବିଧାନସଭା ପରିସରରେ ହେବ କରୋନା ପରୀକ୍ଷା । ତିନି ଦିନ ଧରି ହେବାକୁ ଥିବା କରୋନା ପରୀକ୍ଷା ପାଇଁ ବିଏମସି ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଏହି … Read More

ଓଡ଼ିଶାରେ ୧ନମ୍ବର ଡିଜିଟାଲ ସେବା ପ୍ରଦାନକାରୀଭାବେ ଜିଓର ଦବ୍‌ଦବା ଜାରି

ଭୁବନେଶ୍ୱର, (ଓଡିଶା ଟାଇମ୍) : ଓଡ଼ିଶାରେ ୧ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜ ସ୍ଥିତିକୁ ସୁଦୃଢ କରି ରିଲାଏନ୍ସ ଜିଓ ୨୦୨୦ର ପ୍ରଥମ ଛଅମାସରେ ପ୍ରାୟ ୧୨ଲକ୍ଷ ନୂଆ ମୋବାଇଲ ଗ୍ରାହକ ଯୋଡିଥିବା ଭାରତୀୟ ଦୂରସଂଚାର ନିୟାମକ ପ୍ରାଧିକରଣ … Read More