ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୪୦୫୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭୨୬୫ ରେ ପହଁଚିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ଜଣ ଆରୋଗ୍ୟ ଲାଭ … Read More

ରାଜଧାନୀରୁ ଆଉ ୩୦୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫୪୪ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ … Read More

ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୪ଟି ଗେଟ୍, ମୋଟ୍ ୯ଟି ଗେଟ୍ ଦେଇ ଜଳ ନିଷ୍କାସିତ

ସମ୍ବଲପୁର, (ଓଡିଶା ଟାଇମ୍) : ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ । ବର୍ତ୍ତମାନ ୯ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ୍ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ … Read More

ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ନିଷ୍ପତ୍ତି; ମୃତ୍ୟୁକଙ୍କର ହେବନି କରୋନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଉ  ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କୋଭିଡ ଡାକ୍ତରଖାନାମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମୃତ ବ୍ୟକ୍ତିଙ୍କ ଶବ … Read More

ଆଜି ଓଜେଇଇ ଆବେଦନର ଶେଷ ତାରିଖ

ଭୁବନେଶ୍ବର, (ଓଡିଶା ଟାଇମ୍) : ଛାତ୍ରଛୋତ୍ରୀମାନେ ଓଜେଇଇ ପାଇଁ ଆଜି ରାତି ୧୨ଟା ପୂର୍ବରୁ ଅନଲାଇନରେ ଆବେଦନ କରିପାରିବେ। ଯେଉଁ ଛାତ୍ରଛାତ୍ରୀ ଓଜେଇଇ ପାଇଁ ଅନଲାଇନ ଆବେଦନ କରିଥିବେ ସେମାନେ ଆସନ୍ତକାଲି ଦିନ ୧୧ଟା ସୁଦ୍ଧା ଅନଲାଇନ ଫି ଜମା କରିପାରିବେ। … Read More

ରାଜ୍ୟରେ ସର୍ବାଧିକ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୪୨୩୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୨୫୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ରାଜଧାନୀରୁ ଆଉ ୩୪୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୫  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୪୩ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୧ ଜଣ ରହିଥିବା ବେଳେ … Read More

ସଂସଦୀୟ ଢ଼ାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ, ସିଟ୍ ଆଗରେ ଲାଗିବ କାଚ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢ଼ାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବଚସ୍ପତି ସୂର୍ଯ୍ୟ ନାରୟଣ ପାତ୍ର ସୂଚନା ଦେଇଛନ୍ତି। ସୂଚନା ଅନୁଯାଯୀ, କେବଳ ପ୍ରଶ୍ନ କାଳକୁ ଛାଡ଼ି … Read More

୫ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ରାସ୍ତା ରୋକ

ଭଦ୍ରକ, (ଓଡିଶା ଟାଇମ୍) :୫ ଦଫା ଦାବି ନେଇ କଂଗ୍ରେସର ରାଜପଥ ଅବରୋଧ । ପୂର୍ବରୁ ଏହି ୫ଟି ଦାବି ପୂରଣ ନହେଲେ ରାଜପଥ ଅବରୋଧ କରିବାର ଚେତାବନୀ ଦେଇଥିଲା ଭଦ୍ରକ ଜିଲ୍ଲା କଂଗ୍ରେସ । ୧୬ ନମ୍ବର ଜାତୀୟ ରାଜପଥର … Read More