ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୩ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ଜଣାଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୩, ୯୪୦ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :  ଗତ ୨୪ଘଣ୍ଟାରେ ରାଜ୍ୟରେ ୪୩, ୯୪୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୭,୧୨୩ଟି ଆରଟିପିସିଆର ଏବଂ ୩୬,୭୦୦ ଆଣ୍ଟିଜେନ … Read More

ରାଜ୍ୟରେ ମହାମାରୀ କୋରୋନା ନେଲା ୮ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) :   ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଆଜି ୩୬୪୫ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ୨୪ ଘଣ୍ଟା ମଧ୍ୟରେ ୩୬୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୮୬୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଆସୁଛି ଆଉ ଏକ ଲଘୁଚାପ, ୨୧ ତାରିଖରୁ ବିଭିନ୍ନସ୍ଥାନରେ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୧୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଯାହା ୧୯ ତାରିଖରେ ଲଘୁଚାପରେ ପରିଣତ ହେବ । ଫଳରେ ଉତ୍ତର ଓଡ଼ିଶାରେ ଦୁଇରୁ ତିନି ଦିନ … Read More

ପିପିଲି ବିଧାୟକ ପ୍ରଦୀପ ମହାରଥୀ କରୋନା ପଜିଟିଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ପଜିଟିଭ । ପିପିଲ ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ସୋସିଆଲ୍‌ ମିଡିଆ ଜରିଆରେ ସୂଚନା ଦେଇଛନ୍ତି । ପିପିଲି … Read More

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆସିପାରେ ୩ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟ କ୍ୟାବିନେଟ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ପୂର୍ବାହ୍ନ ୧୧ଟା … Read More

ଆସନ୍ତା ୨୯ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ୨୯ରୁ ବିଧାନ ସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ବିଧାନସଭାର ମୌସୁମୀ ଅଧିବେଶନ ଅକ୍ଟୋବର ୬ ପର୍ଯ୍ୟନ୍ତ ଚାଲିବ। ଏଥର ମୌସୁମୀ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ତେବେ ଅକ୍ଟୋବର … Read More

ଆରାପାରିରେ ‘ଶିଶୁ ସଂସ୍କାର’ ର ‘ବଡଭାଇ’ ନଦୀୟ ବିହାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟିକ ତଥା ଆକାଶବାଣୀର ଅବସରପ୍ରାପ୍ତ ପ୍ରଯୋଜକ ନଦୀୟା ବିହାରୀ ମହାନ୍ତିଙ୍କ କଟକର ଏକ ଘରୋଇ ହସ୍‌ପିଟାଲ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା।  ନଦୀୟା ବିହାରୀ … Read More

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେ ବରିଷ୍ଠ ଆଇଏଏସ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଆଜି ଲୋକାୟୁକ୍ତରେ ହାଜର ହୋଇଛନ୍ତି ବରିଷ୍ଠ ଆଇଏଏସ୍ ହେମନ୍ତ କୁମାର ଶର୍ମା । ରାଜ୍ୟ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ … Read More