ଯାଜପୁର ଜିଲ୍ଲାର ୨୧ ତମ ଜିଲ୍ଲାପାଳ ଭାବେ ଦାୟିତ୍ଵ ନେଲେ ଚକ୍ରବର୍ତ୍ତୀ ସିଂ ରାଠୋର

ଭୁବନେଶ୍ବର, (ଓଡିଶା ଟାଇମ୍) :  ଯାଜପୁର ଜିଲ୍ଲାର ୨୧ ତମ ଜିଲ୍ଲାପାଳ ଭାବେ ଦାୟିତ୍ଵ ନେଲେ ଚକ୍ରବର୍ତ୍ତୀ ସିଂ ରାଠୋର। ସୋମବାର ପୂର୍ବାହ୍ନରେ ମାଆ ବିରଜାଙ୍କ ମନ୍ଦିର ବାହାରେ ମାଆଙ୍କୁ ପ୍ରଣାମ କରି ଆଶୀର୍ବାଦ କାମନା କରିଥିଲେ ଶ୍ରୀ ରାଠୋର। ପରେ … Read More

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ

ଭୁବନେଶ୍ବର, (ଓଡିଶା ଟାଇମ୍) :  ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ । ସତ୍ୟନଗର ମଶାଣିରେ ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଅଜିତଙ୍କୁ ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡ଼ ଝିଅ ସୁଚିସ୍ମିତା । ପ୍ରଥମେ ଅଜିତ ଦାସଙ୍କୁ ଗାର୍ଡ଼ … Read More

ମନ୍ତ୍ରୀ ସମୀର ରଞ୍ଜାମ ଦାଶ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନାରେ ଆକ୍ରାନ୍ତ ହେଲେ ଆଉ ଜଣେ ମନ୍ତ୍ରୀ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଏହାସହିତ … Read More

ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି, ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତ !

ଭୁବନେଶ୍ବର, (ଓଡିଶା ଟାଇମ୍) : ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି । ଆନ୍ଧ୍ରପ୍ରଦେଶ ତଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଏହା ଦକ୍ଷିଣ-ପଶ୍ଚିମ … Read More

ଦେଶରେ ୨୪ ଘଣ୍ଟାରେ ୯୨ ହଜାର ୭୧ ନୂଆ ଆକ୍ରାନ୍ତ, ୧୧୩୬ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଗତ କିଛି ଦିନ ହେଲାଣି ୯୦,୦୦୦ପାର କରୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୯୪,୦୦୦ପାର କରିଥିବା ବେଳେ ଆଜି ୯୨,୦୦୦ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା। କିଛି ଦିନ ହେଲାଣି ଲଗାତାର କରୋନା ଆକ୍ରାନ୍ତଙ୍କ … Read More

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ। କାଲି ପଜିଟିଭ ଚିହ୍ନଟ ନେଇ ନିଜେ ସମୀର ମହାନ୍ତି  ଟ୍ବିଟ କରି ସୂଚନା ଦେଇଛନ୍ତି। ଆକ୍ରାନ୍ତ ଚିହ୍ନଟ ପରେ ଭୁବନେଶ୍ବରରେ ଏମ୍ସରେ ସେ ଭର୍ତ୍ତି ହୋଇଛନ୍ତି।  … Read More

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୩୭

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ରେକର୍ଡ ସଂଖ୍ୟକ ୪୧୯୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ  ଗତ  ୨୪ ଘଣ୍ଟା ମଧ୍ୟରେ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୫୦୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

କାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । କାଲିଠୁ ୨୪ ତାରିଖ ଯାଏ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ । ୧୫୩ଟି କେନ୍ଦ୍ରରେ … Read More

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ … Read More