ରାଜ୍ୟରେ କରୋନା ନେଲା ଆଉ ୧୩ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ କରୋନା ନେଲା  ଆଉ ୧୩ ମୁଣ୍ଡ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହାକୁ ମିସାଇ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଛି। … Read More

ରାଜ୍ୟରେ ଚିହ୍ନଟ ହେଲେ ୩୪୯୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୪୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୩୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

କରୋନା ପାଇଁ ସ୍ଥଗିତ ହେଲା OJEE ଅନ୍‌ଲାଇନ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ଭାଇରସକୁ ନଜରରେ ରଖି ଅନଲାଇନ୍ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇକୁ ଘୁଞ୍ଚାଇ ଦିଆଯାଇଛି । ପୂର୍ବରୁ ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ଓଜେଇଇ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଥିଲା । … Read More

ରାତି ୧୦ଟା ୩୦ ଯାଏଁ ଖୋଲା ରହିବ ମଦ ଦୋକାନ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ମଦ ଦୋକାନ ଖୋଲିବାର ସମୟରେ ପରିବର୍ତ୍ତନ କରାଯାଇଛି । କଣ୍ଟେନମେଣ୍ଟ ଜୋନ୍ ବ୍ୟତିତ ସମସ୍ତ ମଦ ଦୋକାନ ଓ କାଉଣ୍ଟରରେ ଏଣିକି ଦିନ ସାଢେ ୧୦ରୁ ଖୋଲିବ ।  ପୂର୍ବରୁ କରୋନା ମହାମାରୀ ପାଇଁ … Read More

ପୂର୍ବତନ ରାଜ୍ୟସଭା ସଦସ୍ୟ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ରାଜନେତା ନରେନ୍ଦ୍ର ସ୍ବାଇଁଙ୍କର ୮୨ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ସେ କରୋନା ଆକ୍ରାନ୍ତ ହୋଇ କଟକର କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବର୍ଗତ ସ୍ୱାଇଁଙ୍କ ଦେହାନ୍ତରେ କଟକ … Read More

ବିଧାନସଭା ଅଧିବେଶନ ପୂର୍ବରୁ ବାଚସ୍ପତିଙ୍କ ସୂଚନା, ସମସ୍ତ ବିଧାୟକ ଓ କର୍ମଚାରୀଙ୍କର ହେବ କୋଭିଡ଼ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଧାନସଭା ଅଧିବେଶନ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବାଚସ୍ପତି କହିଛନ୍ତି ଯେ, ବିଧାନସଭା ବସିବାର ୨ ଦିନ ଆଗରୁ ଆୟୋଜି କ୍ୟାମ୍ପରେ ସ୍ୱାବ ଟେଷ୍ଟ କରାଯିବ । ସବୁ … Read More

ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିଝଡ଼ ! ପୁଣି ବର୍ଷିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଥିଲେ ମଧ୍ୟ  ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀର ସମ୍ଭାବନା ଅଛି ।  ଅର୍ଥାତ୍ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ବା … Read More

କରୋନା ନେଲା କନେଷ୍ଟବଳଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନାରେ ଚାଲିଗଲା କରୋନା ଯୋଦ୍ଧାଙ୍କ ଜୀବନ । କଟକରେ କରୋନା ମୁକାବିଲାରେ ନିୟୋଜିତ ଲାଲବାଗ ଥାନା କନେଷ୍ଟବଳ ଦିବାକର ସେଠୀ (୫୦) ଶେଷରେ କରୋନା ସଂକ୍ରମଣରେ ଆଖି ବୁଜିଛନ୍ତି । କରୋନା ଯୋଦ୍ଧା ଦିବାକର ସଂକ୍ରମିତ ହେବା … Read More

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୩୮୬୧ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୮୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More