ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ: ପାସ୍ ହାର ୬୭.୫୬% , ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ବର, (ଓଡିଶା ଟାଇମ୍) :   ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ପାସ ହାର ୬୭.୫୬% ରହିଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର … Read More

ସେପ୍ଟେମ୍ବର ୯ପର୍ଯ୍ୟନ୍ତ ରିମାଣ୍ଡରେ ଗଲେ ସୌଭିକ ଓ ମିରାଣ୍ଡା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ସୁଶାନ୍ତ ସିଂ ରାଜପୁତଙ୍କ ମାମଲାରେ ଡ୍ରଗ୍ସ କନେକ୍ସନକୁ ନେଇ ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ବା ନିଶା କାରବାର ନିୟନ୍ତ୍ରଣ ବ୍ୟୁରୋ । ରିୟା ଚକ୍ରବର୍ତ୍ତୀଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ ଓ … Read More

ସାଂସଦ ଅନୁଭବଙ୍କ ନାଁରେ ଭରଣପୋଷଣ ମାମଲା ରୁଜୁ କଲେ ପତ୍ନୀ ବର୍ଷା ପ୍ରିୟଦର୍ଶନୀ

ଭୁବନେଶ୍ବର, (ଓଡିଶା ଟାଇମ୍) :  କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ଭରଣପୋଷଣ ମାମଲା ରୁଜୁ କଲେ ପତ୍ନୀ ବର୍ଷା ପ୍ରିୟଦର୍ଶନୀ । କଟକ ଏସଡ଼ିଜେଏମ୍ ଅଦାଲତରେ ଏ ନେଇ ଏକ ମାମଲା ରୁଜୁ ହୋଇଛି ଏବଂ ଆସନ୍ତା … Read More

ଆଜି ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଆସନ୍ତାକାଲି(ଶନିବାର) ପ୍ରକାଶ ପାଇବ। ଶନିବାର ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ଫଳ ପ୍ରକାଶ କରାଯିବା ନେଇ ବିଦ୍ୟାଳୟ … Read More

ରାୟପୁରର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଛତିଶଗଡ ରାୟପୂୁରରେ ଦାଦନଙ୍କ ବସ ଦୁର୍ଘଟଣା ଖବରରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ରାଶି ସହ ଆହତଙ୍କୁ ଚିକିତ୍ସା … Read More

ରାଜ୍ୟରେ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୫୪୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୨୯୮୦ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୮୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୯୦,୩୩୧କୁ ବୃଦ୍ଧି ଘଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ … Read More

ନଭେମ୍ବର ୨୯ ପୂର୍ବରୁ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ

ଭୁବନେଶ୍ବର, (ଓଡିଶା ଟାଇମ୍) :  ନଭେମ୍ବର ୨୯ ପୂର୍ବରୁ ସରିବ ଉପନିର୍ବାଚନ । ୬୪ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ହେବ ଉପ-ନିର୍ବାଚନ । ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି ନିର୍ବାଚନ କମିଶନ । ତେବେ ଏହି ତାଲିକାରେ … Read More

ଏନ୍‌ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ସ୍ୱତନ୍ତ୍ର ଟ୍ରେନ ଚଳାଇବ ପୂର୍ବତଟ ରେଳପଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଏନଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ କାଲି ଗଡିବ ସ୍ୱତନ୍ତ୍ର ଟ୍ରେନ୍ । କାଲି ସନ୍ଧ୍ୟା ୫ଟାରେ କଟକ, ସମ୍ବଲପୁର ଓ ବିଶାଖାପାଟଣାକୁ ଟ୍ରେନ୍ ଚାଲିବ । ୬ ତାରିଖରେ ପରୀକ୍ଷା ଥିବାରୁ ପୂର୍ବତଟ … Read More