ଏ ବର୍ଷ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼, (ଓଡିଶା ଟାଇମ୍) : ଚଳିତ ବର୍ଷ ହେବନି ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସ ଏହି ନିଷ୍ପତ୍ତି ନେଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ସୂଚନା ଅନୁଯାୟୀ, ବରଗଡ଼ ଜିଲାପାଳଙ୍କ … Read More

ନୟାଗଡରୁ ପୁଣି ଶିଶୁ କନ୍ୟା ନିଖୋଜ, ଗାଁ ଦାଣ୍ଡରୁ ହଠାତ ହୋଇଗଲା ଉଭାନ

ନୟାଗଡ଼, (ଓଡିଶା ଟାଇମ୍) :ନୟାଗଡର ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀର ମୃତ୍ୟୁ ରହସ୍ୟ ଏପର୍ଯ୍ୟନ୍ତ ରହସ୍ୟ ଘେରରେ ଥିବା ବେଳେ ପୁଣି ନୟାଗଡରେ ଘଟିଛି ଏହାର ପୁନରାବୃତ୍ତି। ପରୀକୁ କିଏ ହତ୍ୟା କଲା ଏବଂ କାହିଁକି ହତ୍ୟା କଲା ତାହାର ତଦନ୍ତ … Read More

୯୦ ଲକ୍ଷ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ

ଅନଗୁଳ, (ଓଡିଶା ଟାଇମ୍) :ଅନୁଗୋଳ ଜିଲ୍ଲା କଣଲୋଇ ଅଞ୍ଚଳରୁ ପାଖାପାଖି ଗୋଟିଏ  ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କରିଛି ଅବକାରୀ ବିଭାଗ। ଆଜି ଅନୁଗୋଳ ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ବହୁ ପରିମାଣର ଗଜେଇ ଗଛ କାଟି ନିଆଁ ଲଗାଇ … Read More

ରାଜ୍ୟରେ କେବେ ଖୋଲିବ ସ୍କୁଲ୍ ? ସୂଚନା ଦେଲେ ମନ୍ତ୍ରୀ‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ୍‌ ଖୋଲିବା ସମ୍ଭାବନା ନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସ୍କୁଲ ଖୋଲିବା ପରେ ଶନି ଓ ରବିବାର ଛୁଟି ବାତିଲ ହେବ ବୋଲି … Read More

ରାଜ୍ୟରେ ଆଉ ୩୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୬୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜି ଭଦ୍ରକ ସହର ୧୨ ଘଣ୍ଟିଆ ବନ୍ଦ

ଭଦ୍ରକ, (ଓଡିଶା ଟାଇମ୍) : ଜୋର୍ ଧରିଲା ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା l ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ଡାକରା ଦେଇଛି କଂଗ୍ରେସ । ବିଭିନ୍ନ ସ୍ଥାନରେ ରାସ୍ତାରୋକ କରାଯାଇଛି । ସୁରକ୍ଷାଦୃଷ୍ଟିରୁ … Read More

୧୫ ଡିଗ୍ରୀ ତଳେ ରାଜ୍ୟର ୧୩ ସହରର ତାପମାତ୍ରା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ତଳମୁହାଁ ପାରଦ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୯.୫ ଡିଗ୍ରୀ ରେକର୍ଡ କରାଯାଇଛି। ଦାରିଙ୍ଗବାଡିରେ ୧୧ ଡିଗ୍ରୀକୁ ଛୁଇଁଛି ପାରଦ। ୧୩ଟି ସହରରେ ତାପମାତ୍ରା ୧୫ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୮୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୨୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୪କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୪୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୯୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More