ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍):  ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ … Read More

୬ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ

ଭୁବନେଶ୍ବର, (ଓଡିଶା ଟାଇମ୍):  ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର … Read More

ସେପ୍ଟେମ୍ବର ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍):   ସେପ୍ଟେମ୍ବର ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ । ଏହାସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର … Read More

ଭିଜିଲାନ୍ସ ଜାଲରେ ଫ୍ୟାକ୍ଟ୍ରି ଆଣ୍ଡ ବଏଲରସ୍ ଉପ-ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍):  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବରର ଜଣେ ବରିଷ୍ଠ ଅଧିକାରୀ ଭିଜିଲାନ୍ସ ଜାଲରେ ଧରାପଡିଥିବା ଜଣାପଡ଼ିଛି। ଫ୍ୟାକ୍ଟ୍ରିଜ୍ ଏଣ୍ଡ ବଏଲସ୍ ଡେପୁଟି ଡାଇରେକ୍ଟର ରମେଶ ବେହେରାଙ୍କ ଭୁବନେଶ୍ବର ସ୍ଥିତ ଘର ଏବଂ ଅଫିସରେ ବହିର୍ଭୂତ ସମ୍ପତ୍ତି … Read More

ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍):  ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୬୩୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍):  ୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୪୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ପରୀକ୍ଷା ଘୁଞ୍ଚାଇବାକୁ ୟୁଜିସିକୁ ଚିଠି

ଭୁବନେଶ୍ବର, (ଓଡିଶା ଟାଇମ୍):  ୟୁଜି ଓ ପିଜି ସେମିଷ୍ଟର  ପରୀକ୍ଷା ସମାପନ  ସମୟ ସୀମାକୁ ବୃଦ୍ଧି କରିବାକୁ ବିଶ୍ୱବିଦ୍ୟାଳୟ ମଞ୍ଜୁରି କମିସନ (ୟୁଜିସି)କୁ ଉଚ୍ଚ ଶିକ୍ଷା ବିଭାଗ ଚିଠି ଲେଖିଛି।  ଏହି ସବୁ ପରୀକ୍ଷା ଶେଷ ଲାଗି ସମୟସୀମା  ଅକ୍ଟୋବର ୧୦କୁ … Read More

ବୁଲା କୁକୁରଙ୍କ ପାଇଁ ଫେଲ୍ ମାରିଲା ଲୁଟ୍ ଉଦ୍ୟମ, ଗାଡିରୁ ପଡି ଲୁଟେରା ଆହତ

ଭୁବନେଶ୍ବର, (ଓଡିଶା ଟାଇମ୍):  ରାଜଧାନୀ ଭୁବନେଶ୍ୱରରେ ଏକ କୌତୁହଳପୂର୍ଣ୍ଣ ଘଟଣା ଘଟି ଯାଇଛି । ଯାହାର ସମ୍ପୂର୍ଣ୍ଣ ଭିଜୁଆଲ୍ ଏକ ସିସିଟିଭିରେ କଏଦ ହୋଇଛି । କିଛି ବୁଲା କୁକୁର ଏକ ଲୁଟ୍ ଉଦ୍ୟମକୁ ଫେଲ୍ କରିବାରେ ସଫଳ ହୋଇଛନ୍ତି। ଘଟଣାଟି … Read More

ଆଜି ସନ୍ଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍  ବୈଠକ। ଭିଡିଓ କନଫରେନ୍ ସିଂ ଜରିଆରେ ସନ୍ଧ୍ୟା ୫ଟା ୪୫ ମିନିଟ୍ ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ  କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି … Read More

ସ୍କୁଟି ଚାଳକଙ୍କୁ ଚାପିଦେଲା ବସ୍, ଯୁବକଙ୍କ ମୃତ୍ୟୁ ପରେ ଗାଡି ପୋଡିଦେଲେ ଉତ୍ତ୍ୟକ୍ତଲୋକ

କେନ୍ଦ୍ରାପଡ଼ା , (ଓଡିଶା ଟାଇମ୍):  କେନ୍ଦ୍ରାପଡ଼ା ଜିଲା ୫ ନମ୍ବର ଜାତୀୟ ରାଜପଥ ହଳଦିଆପଡ଼ା ରାଧାଭାଟି ନିକଟରେ ବୁଧବାର ସକାଳେ ବସ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହଳଦିଆପଡ଼ା ଗ୍ରାମର ଜଣେ ୨୪ ରୁ … Read More