ଭୁବନେଶ୍ୱରରେ ଆଜିଠୁ ୨ୟ ପର୍ଯ୍ୟାୟ ସେରୋ ସର୍ଭେ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ରାଜଧାନୀରେ  ଦ୍ବିତୀୟ ପର୍ଯ୍ୟାୟ ସେରୋଲୋଜିକାଲ ସର୍ଭେ  ଆରମ୍ଭ ହେବ । ରାଜଧାନୀର ୨୫ଟି ୱାର୍ଡରେ ବୟସ୍କ ଲୋକଙ୍କ ଠାରୁ ରାଣ୍ଡମ ସାମ୍ପୁଲ ସଂଗ୍ରହ କରାଯିବାକୁ ଯୋଜନା ହୋଇଛି  । ଦୁଇ ଦିନ ଧରି ଚାଲିବ ଏହି … Read More

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨୫୧୦ କୋରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର, ରାଜ୍ୟରେ ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ରାଜ୍ୟରେ ଆଉ ୨,୫୧୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ଫଳରେ … Read More

ଭୁବନେଶ୍ୱରରୁ ପୁଣି ୩୮୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୩୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬୪୭ରେ ପହଁଚିଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି … Read More

କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର , (ଓଡିଶା ଟାଇମ୍) :ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପଦକ୍ଷେପମାନ ଗ୍ରହଣ କରୁଛନ୍ତି । କରୋନା ପାଇଁ କୌଣସି ଟୀକା ବା ଔଷଧ … Read More

ବ୍ରହ୍ମପୁରରୁ ଆନ୍ଧ୍ର ଚାଲାଣ ହେଉଛି ରୂପା ଈଟା, ୬୧ କେଜି ରୂପା ଈଟା ସହ ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର, (ଓଡିଶା ଟାଇମ୍) :  ବ୍ରହ୍ମପୁରରୁ ଆନ୍ଧ୍ରକୁ ରୁପା ଚାଲାଣ ବେଳେ ପୋଲିସ୍ ହାତରେ ଧରା ପଡ଼ିଛନ୍ତି ଚାଲାଣକାରୀ। ଓଡ଼ିଶା ପୋଲିସ ଠାରୁ ଖସି ଯାଇଥିବା ବେଳେ ଇଚ୍ଛାପୁରରେ ଆନ୍ଧ୍ର ପୋଲିସ ଦ୍ବାରା ଗିରଫ ହୋଇଛନ୍ତି ତିନି ଜଣ ଅଭିଯୁକ୍ତି । … Read More

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ରୋଜଗାର ସେବକ

ପୁରୀ , (ଓଡିଶା ଟାଇମ୍) :  ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ରୋଜଗାର ସେବକ। ଛଇତନାର ଗ୍ରାମ୍ୟ ରୋଜଗାର ସେବକ ଗୋବିନ୍ଦ ଚନ୍ଦ୍ର ପରିଡାଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଭିଜିଲାନ୍ସ ଟିମ୍ … Read More

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) :  ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ ହୋଇଛି । ଭୁବନେଶ୍ୱର ଫରେନସିକ ଲାବରେ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଛି । ଆଗକୁ ତଦନ୍ତ ଘେରର … Read More

ଉପରମୁଣ୍ଡରେ ଲଗାଣ ବର୍ଷା, ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ ଦେଇ ଜଳ ନିଷ୍କାସନ

ସମ୍ୱଲପୁର, (ଓଡିଶା ଟାଇମ୍) :  ହୀରାକୁଦ ଡ୍ୟାମର ଆଉ ଦୁଇଟି ଗେଟ ଆଜି ଖୋଲାଯାଇଛି । ଏବେ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଜଳସ୍ତର ରହିଛି ୬୨୦ ଫୁଟ ରହିଛି । ଡ୍ୟାମକୁ ୩ଲକ୍ଷ ୬୩ହଜାର … Read More

ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ ଏସଆରସିଙ୍କ ପ୍ରତିକ୍ରିୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କିଛି ଜିଲାରେ ବର୍ତମାନ ବନ୍ୟା ପରିସ୍ଥିତି ସୃଷ୍ଠି ହୋଇଛି । ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ଏସଆରସି କହିଛନ୍ତି ଯେ, ‘ବାଲେଶ୍ୱର ଜିଲ୍ଲାରେ ମଧ୍ୟମ … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜେଇଇ ଏବଂ ନିଟ୍ ସ୍ଥଗିତ ରଖିବାକୁ କଲେ ଅନୁରୋଧ

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ପରିସ୍ତିତିକୁ ଦୃଷ୍ଟିରେ ରଖି ଦେଶରେ ନିଟ ଏବଂ ଜେଇଇ ପ୍ରବେଶିକା ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ବିଶେଷ ଭାବରେ … Read More