ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆଉ ୭ କୋଟି ୫୦ ଲକ୍ଷ ଟଙ୍କା ଦାନ କଲେ ସୁବ୍ରତ ବାଗଚୀ ଓ ପତ୍ନୀ ସୁସ୍ମିତା ବାଗଚୀ

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ମୁକାବିଲା ପାଇଁ ପୁଣି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କଲେ ସୁବ୍ରତ ବାଗଚୀ ଓ ତାଙ୍କ ପତ୍ନୀ ସୁସ୍ମିତା ବାଗଚୀ । ବାଗଚୀ ଦମ୍ପତି ଏବେ ପୁଣି ୭ କୋଟି ୫୦ ଲକ୍ଷ ଟଙ୍କା ଦାନ … Read More

ଭୁବନେଶ୍ୱରରୁ ଆଉ ୧୩୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ଆଉ ୧୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି  । ସେହିପରି ୨୦୦ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ପଜିଟିଭ୍ ସଂଖ୍ୟା ୪୦୬୨ରେ ପହଁଚିଛି ।ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ … Read More

କଟକ ସହରରୁ ପୁଣି ୫୩ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) :କଟକ ସହରରୁ ଆଜି ଆଉ ୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୪୩ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୧୦ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ଜଣ କଣ୍ଟେନମେଣ୍ଟ ଜୋନର … Read More

ଆସନ୍ତା ୧୨ରେ ପ୍ରକାଶ ପାଇଁ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଭାଇରସ୍ ଯୋଗୁଁ ପାଠପଢା ସହ ଖାତାଦେଖାରେ ଅଧିକ ପ୍ରଭାବ ପଡୁଛି । କିନ୍ତୁ ଏହାି ମଧ୍ୟରେ ଖାତାଦେଖା ଜାରି ରହିଛି । ଅଗଷ୍ଟ ୧୨ ତାରିଖରେ +୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ … Read More

ଭିଜିଲାନ୍ସ ଜାଲରେ ଚିଲିକା ଡିଏଫ୍ଓ

ଚିଲିକା,(ଓଡିଶା ଟାଇମ୍) : ଭିଜିଲାନ୍ସ ପଞ୍ଝାରେ ଚିଲିକା ଡିଏଫ୍ଓ। ଚିଲିକା ଡିଏଫ୍‌ଓ ଆଲୋକ ରଞ୍ଜନ ହୋତା । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଇଛି । ବାଲୁଗାଁସ୍ଥିତ ଅଫିସ ଓ ସରକାରୀ ବାସଭବନ ସମେତ ବିଭିନ୍ନ ସ୍ଥାନରେ … Read More

ରାଜ୍ୟରେ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୫୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୫୨୮ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୪୫୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

କରୋନା ଲଢେଇରେ ଆଖିବୁଜିଲେ ୨ କରୋନା ଯୋଦ୍ଧା

ପୁରୀ, (ଓଡିଶା ଟାଇମ୍) : କରୋନାରେ ଦୁଇ ପୋଲିସ ଯୋଦ୍ଧାଙ୍କ ଜୀବନ ଯାଇଛି । କରୋନା ସହ ସମ୍ମୁଖ ଲଢ଼େଇ କରୁ କରୁ ସେମାନଙ୍କ ଜୀବନ ଦୀପ ଲିଭିଯାଇଛି । ଏହି ଦୁଇ ଯୋଦ୍ଧା ହେଲେ ପୁରୀ ଜିଲ୍ଲାର କନେଷ୍ଟବଳ ଶୁଭ୍ରାଂଶୁ … Read More

ରାଜ୍ୟରେ ମନ୍ଦିର ଖୋଲିବା ପ୍ରସଙ୍ଗ, ଆଜି ଶୁଣାଣି କରିବେ ହାଇକୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୁରୀ ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିର ଖୋଲିବା ସମ୍ପର୍କିତ ମାମଲାରେ ଆଜି ଶୁଣାଣି କରିବେ ମାନ୍ୟବର ହାଇକୋର୍ଟ । ହାଇକୋର୍ଟରେ ଦାୟର ହୋଇଥିବା ଜନସ୍ବାର୍ଥ ମାମଲା ଉପରେ ଆଜି ଶୁଣାଣି ହେବ । ରାଜ୍ୟରେ ମନ୍ଦିର … Read More

ବଢୁଛି କରୋନା ସଂକ୍ରମଣ, ୨ଦିନ ପାଇଁ ଏନ୍ଏସି ସଟ୍‌ଡାଉନ୍‌

କଳାହାଣ୍ଡି, (ଓଡିଶା ଟାଇମ୍) :କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନ ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ କେସିଙ୍ଗା ଏନ୍ଏସିକୁ ସଟଡାଉନ୍ ଘୋଷଣା କରାଯାଇଛି । ଆଜି ଓ ଆସନ୍ତାକାଲି ସଟଡାଉନ ରହିବ କେସିଙ୍ଗା … Read More