ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର କରୋନା ପଜିଟିଭ

ଭଦ୍ରକ, (ଓଡିଶା ଟାଇମ୍) :ଭଦ୍ରକ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟରୁ ଜଣେ ଡାକ୍ତର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି । ଏହାପରେ  ୪୮ ଘଣ୍ଟା ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର OPD ସେବା ରହିବ ବୋଲି ଘୋଷଣ କରାଯାଇଛି । ସୂଚନାଯୋଗ୍ୟ ଯେ, … Read More

ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ, ଚିକିତ୍ସାଧିନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

ଭଦ୍ରକ, (ଓଡିଶା ଟାଇମ୍) :ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ । ଚିକିତ୍ସାଧିନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ହୋଇଛି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଅନ୍ତର୍ଗତ ଘଣ୍ଟେଶ୍ଵର ବଜରାପୁର ପଞ୍ଚାୟତ ଷଣ୍ଢଗଡା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଘଟଣା । ସୂଚନା … Read More

ହୀରାକୁଦ ଡ୍ୟାମ୍‌ର ଖୋଲିଲା ଆଉ ଗୋଟିଏ ଗେଟ୍

ସମ୍ବଲପୁର, (ଓଡିଶା ଟାଇମ୍) : ସମ୍ବଲପୁରରେ ଖୋଲିଲା ହୀରାକୁଦ ଡ୍ୟାମ୍‌ର ଗୋଟିଏ ଗେଟ୍।ଏବେ ମୋଟ ୮ଟି ଗେଟ୍ ଦେଇ ଡ୍ୟାମ୍‌ରୁ ଜଳ ନିଷ୍କାସନ ଜାରି ରହିଛି। ଲଘୁଚାପ ଯୋଗୁଁ ରାଜ୍ୟର କେତେକ ଜିଲ୍ଲା ରେ ବର୍ଷା ହେଉଛି। ସେହିପରି ଆଗାମୀ ୧୧ତାରିଖ … Read More

ଆଜି ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ୧୮୧୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ସର୍ବାଧିକ ୧୮୧୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ୨୮୬୯୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ … Read More

ରାଜଧାନୀରୁ ଆଉ ୧୦୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆହୁରି ୧୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ କ୍ୱାରେଣ୍ଟାଇନରୁ ୫୨ ଜଣ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୦୬ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି … Read More

ଆସନ୍ତକାଲିଠୁ ରାଜ୍ୟରେ ୧୧ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୯ରେ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୭ରେ … Read More

ଜୟପୁର ଉପ-କାରାଗାରରେ ଦୁଇ ବିଚାରାଧିନ କଏଦୀ କରୋନା ସଂକ୍ରମିତ

ଜୟପୁର, (ଓଡିଶା ଟାଇମ୍) : ଜୟପୁର ଉପ କାରାଗାରରେ ବିଚାରାଧିନ କଏଦୀଙ୍କୁ କରୋନା । ଦୁଇ ଜଣ କଏଦୀ କରୋନାରେ ସଂକ୍ରମିତ ହୋଇଥିବା କୋରାପୁଟ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏମାନଙ୍କୁ କାରାଗାରରେ ଏକ ସ୍ବତନ୍ତ୍ର କରୋନା ଆଇସୋଲେସନ ଓ୍ବାର୍ଡରେ ରଖାଯାଇଥିବା … Read More

ରାଜ୍ୟରେ ୯୦୫ ନୂଆ ପୁଲିସ ପଦବୀ ସହ ୬ଟି ନୂଆ ଥାନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପୋଲିସରେ ନୂଆ ନିଯୁକ୍ତିକୁ ମଞ୍ଜୁରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ପୋଲିସର ୯୦୫ ପଦବୀରେ ନିଯୁକ୍ତି ପାଇଁ ଅନୁମତି ମିଳିଛି । ୨୨୦ ପୋଲିସ ଷ୍ଟେସନ ପାଇଁ ୯୦୫ ପଦବୀକୁ ଓ … Read More

୩ଦିନ ପାଇଁ ସଟଡାଉନ ରହିବ ନବରଙ୍ଗପୁର ଜିଲ୍ଲା

ନବରଙ୍ଗପୁର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ସବୁ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । ସେହିପରି ନବରଙ୍ଗପୁର ଜିଲ୍ଲାରେ ମଧ୍ୟଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ … Read More

ରାଜ୍ୟରେ ସର୍ବାଧିକ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More