କରୋନା ଯୋଦ୍ଧାଙ୍କ ସମ୍ମାନରେ ୧ ମିନିଟ୍ ନୀରବ ପ୍ରାର୍ଥନା, ରାଜ୍ୟବାସୀଙ୍କୁ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଅଗଷ୍ଟ ୫ ତାରିଖ ସନ୍ଧ୍ୟା ୬ଟାରେ କୋଭିଡ୍ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଏକ ମିନିଟ୍ ନୀରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆହ୍ବାନ କରିଛନ୍ତି।  ଯେଉଁଠି ଥିଲେ ବି ଛିଡ଼ା ହୋଇ ଗୋଟେ ମିନିଟ୍ … Read More

ଆଜିଠୁ ୫ଦିନ ପାଇଁ ସଟଡ଼ାଉନ ଭୁବନ

ଢେଙ୍କାନାଳ, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଛି । ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଅନେକ ପଦକ୍ଷପ ନେଉଛନ୍ତି । ଢେଙ୍କାନାଳ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୯ ଥିବାବେଳେ ସେଥିମଧ୍ୟରୁ ଭୁବନରୁ ୬ ଜଣ ରହିଛନ୍ତି । କିନ୍ତୁ … Read More

ଭୁବନେଶ୍ୱରରୁ ଆଜି ପୁଣି ୧୪୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୁଣି ରାଜଧାନୀରୁ ୧୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ … Read More

ଭୀମସାରରେ ୯ ଡାକ୍ତରଙ୍କ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଯୋଦ୍ଧାଙ୍କୁ କରୋ କରୋନା ପଜିଟିଭ୍ ଚିହ୍ନଟ ହେଲେ ୯ ଜଣ କରୋନା ଯୋଦ୍ଧା । ମେଡିସିନ ବିଭାଗରେ ୯ ଜଣ ଡାକ୍ତର କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ଯାହା କର୍ତ୍ତୃପକ୍ଷଙ୍କ ଚିନ୍ତା ବଢାଇଛି । … Read More

ରଥ ଭଙ୍ଗାକୁ ନେଇ ତେଜିଲା ଅସନ୍ତୋଷ

ପୁରୀ, (ଓଡିଶା ଟାଇମ୍) : ଚଳିତବର୍ଷ ୩ରଥର ସଂରକ୍ଷଣ ପାଇଁ ପୁରୀରେ ଗତ ୨୯ତାରିଖଠାରୁ ରଥ ଖୋଲା କାର୍ଯ୍ୟ ଆରମ୍ଭ କରାଯାଇଥିଲା । କିନ୍ତୁ ରଥ ଖୋଲା ପାଉଣା ମିଳିନଥିବା ପ୍ରସଙ୍ଗ ଆଜି ମହାରଣାମାନେ ଉଠାଇଛନ୍ତି । ଦର୍ପଦଳନ ରଥର ୪ଟି … Read More

ଅଗଷ୍ଟ ୩ୟ ସପ୍ତାହ ସୁଦ୍ଧା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ, ଶେଷ ସପ୍ତାହରେ କଳା ପରୀକ୍ଷାଫଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଇଛନ୍ତି ଏହି ସୂଚନା । ​‌ସେ କହିଛନ୍ତି … Read More

ପ୍ରକାଶ ପାଇଲା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ: ପ୍ରଦୀପ ସିଂହ ହେଲେ ଆଇଏଏସ୍‌ ଟପ୍ପର, ୧୦ ଜଣଙ୍କ ମଧ୍ୟରେ ୨ ଓଡ଼ିଆ

ଭୁବନେଶ୍ବର, (ଓଡିଶା ଟାଇମ୍) : ପ୍ରକାଶ ପାଇଲା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳାଫଳ। ଆଇଏଏସ୍‌, ଆପିଏସ୍‌, ଆଇଆର୍‌ଏସ୍‌, ଆଇଏଫ୍‌ସ ଆଦି ବିଭିନ୍ନ ବର୍ଗର ପରୀକ୍ଷାର୍ଥୀଙ୍କୁ ମିଶାଇ ସମୁଦାୟ ୮୨୯ ଜଣ କୃତକାର୍ଯ୍ୟ ହୋଇଛନ୍ତି। ଏହି ପରୀକ୍ଷାରେ ଚଳିତବର୍ଷ ଟପ୍ପର ହୋଇଛନ୍ତି ପ୍ରଦୀପ … Read More

ଆଜିଠୁ ରାଜଧାନୀର ୮ଟି ରୁଟରେ ଚାଲିଲା ‘ମୋ ବସ୍’

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଜିଠାରୁ ମୋ ବସ୍‌ ଚାଲିଛି । ୮ଟି ରୁଟରେ ନନ୍‌ ଏସି ବସ୍‌ ସେବା ଚାଲିବ ‘ମୋ ବସ’କୁ ପରିଚାଳନା କରୁଥିବା କ୍ୟାପିଟାଲ୍ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍‌ସପୋର୍ଟ ବା କ୍ରୁଟ ପକ୍ଷରୁ ଏହି ସୂଚନା … Read More

ରାଜ୍ୟରେ ଆଉ ୧୩୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୬୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More