ରାଜଧାନୀରୁ ଆଉ ୧୦୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ଆଉ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ କ୍ୱାରେଣ୍ଟାଇନରେ ୫୯ ଜଣ ଥିବା ବେଳେ ୪୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ନୂଆ ପଜିଟିଭ୍ ଚିହ୍ନଟ ପରେ … Read More

କଟକରୁ ଆଜି ପୁଣି ୫୧ ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ  ହୁ ହୁ ହୋଇ ବଢି ଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ଆଜି କଟକ ସହରରୁ ପୁଣି ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ … Read More

୪୮ ଘଣ୍ଟା ସଟଡାଉନ କୋରାପୁଟ

କୋରାପୁଟ, (ଓଡିଶା ଟାଇମ୍) :କରୋନା ସଂକ୍ରମଣ ରୋକିବା ପାଇଁ କୋରାପୁଟ ଜିଲ୍ଲାରେ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ମଧ୍ୟରାତ୍ରରୁ ଅଗଷ୍ଟ ୧ ତାରିଖ ମଧ୍ୟରାତ୍ର ଯାଏଁ ୪୮ ଘଣ୍ଟା ସଟଡାଉନ ଘୋଷଣା କରାଯାଇଛି । ଆଜି ଜିଲ୍ଲାରେ ୬୬ ଜଣ … Read More

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଆଇସିୟୁ ସିଲ୍

ବଲାଙ୍ଗୀର, (ଓଡିଶା ଟାଇମ୍) : ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଇସିୟୁ ବିଭାଗରେ ଦୁଇ ଜଣ କରୋନା ସଂକ୍ରମିତ ଚିହ୍ନଟ ପରେ ଆଇସିୟୁକୁ ସିଲ୍ କରାଯାଇଛି । ତେବେ ଏନେଇ ମେଡିକାଲ କଲେଜ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ସେପଟେ … Read More

ବଲାଙ୍ଗିର ଜିଲ୍ଲାକୁ ୪ ଦିନିଆ ସଟ୍‌ଡାଉନ୍‌ କଲେ ଜିଲ୍ଲାପାଳ

ବଲାଙ୍ଗିର, (ଓଡିଶା ଟାଇମ୍) :  ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହାକି ସଙ୍ଗୀନ ରହିଛି କରୋନା ସ୍ଥିତି । ପରିସ୍ଥିତିକୁ ନିୟନ୍ତ୍ରଣ ଆଣିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନିଆଯାଉଛି । ତେବେ କରୋନା … Read More

ଚିତ୍ରକୋଣ୍ଡା ଥାନାର ୬ ଜଣ ପୁଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

ଚିତ୍ରକୋଣ୍ଡା, (ଓଡିଶା ଟାଇମ୍) : କରୋନା ଯୋଦ୍ଧା ସଂକ୍ରମିତ । ଚିତ୍ରକୋଣ୍ଡା ଥାନାର ୬ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ପରେ ଚିତ୍ରକୋଣ୍ଡା ଥାନା ସହ ଚିତ୍ରକୋଣ୍ଡା ଦୈନିକ ବଜାର ଓ ଚିତ୍ରକୋଣ୍ଡା … Read More

ରାଜ୍ୟରେ ବଢୁଛି ମୃତ୍ୟୁ ସଂଖ୍ୟା, ଆଉ ୧୦ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର … Read More

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା । ଘଟଣାରେ ୨୦ଦିନ ପରେ ଖୋଲିନାହିଁ ଆଦିତ୍ୟଙ୍କ ମୃତ୍ୟୁର ରହସ୍ୟ । ପୁଲିସ ଡିଜିପିଙ୍କ ଟ୍ବିଟ ଅନୁସାରେ ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାର ତଦନ୍ତ ଭାର ଭୁବନେଶ୍ଵର … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୦୩ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ହଟିଲା ରାତ୍ରକାଳୀନ କର୍ଫ୍ୟୁ ଅଗଷ୍ଟ ପହିଲାରୁ ସାରା ଦେଶରେ ଲାଗୁ ହେବ ଅନ୍ ଲକ୍-3

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଭୂତାଣୁ ପାଇଁ କେନ୍ଦ୍ର ସରକାର ବୁଧବାର ଅନଲକ୍‌-୩ ଗାଇଡଲାଇନ ଜାରି କରିଛନ୍ତି। ଏଥିରେ ଦେଶବାସୀଙ୍କ ପାଇଁ କଟକଣା ସାମାନ୍ୟ କୋହଳ କରାଯାଇଛି। ବିଶେଷକରି ରାତ୍ରକାଳୀନ କର୍ଫ୍ୟୁକୁ ସରକାର ଉଠାଇ ଦେଇଛନ୍ତି। ଏଣିକି ରାତିରେ ସାଧାରଣ … Read More