୩୧ରେ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଅକ୍ଟୋବର ୩୧ରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ପରୀକ୍ଷା ଫଳ ପ୍ରକାଶ ସଂକ୍ରାନ୍ତରେ ଓଜେଇଇ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ତେବେ … Read More

ଆଜି ଓଜେଇଇ : ଜେଇଇ ମେନ୍ ଢାଞ୍ଚାରେ ହେବ, ୮୦ହଜାରରୁ ଅଧିକ ପରିକ୍ଷାର୍ଥୀ ଦେବେ ପରୀକ୍ଷା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହୋଇ ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ ସର୍ବାଧିକ ୭୯,୭୮୮ ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଛନ୍ତି। ପ୍ରଥମ କରି ଓଜେଇଇ … Read More

ଆଜି ଓଜେଇଇ ଆବେଦନର ଶେଷ ତାରିଖ

ଭୁବନେଶ୍ବର, (ଓଡିଶା ଟାଇମ୍) : ଛାତ୍ରଛୋତ୍ରୀମାନେ ଓଜେଇଇ ପାଇଁ ଆଜି ରାତି ୧୨ଟା ପୂର୍ବରୁ ଅନଲାଇନରେ ଆବେଦନ କରିପାରିବେ। ଯେଉଁ ଛାତ୍ରଛାତ୍ରୀ ଓଜେଇଇ ପାଇଁ ଅନଲାଇନ ଆବେଦନ କରିଥିବେ ସେମାନେ ଆସନ୍ତକାଲି ଦିନ ୧୧ଟା ସୁଦ୍ଧା ଅନଲାଇନ ଫି ଜମା କରିପାରିବେ। … Read More

ଅକ୍ଟୋବର ୧୨ରୁ ୧୯ ତାରିଖ ଯାଏଁ ଓଜେଇଇ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା କାଳରେ ସମଗ୍ର ଦେଶରେ ଏନଟିଏ ପକ୍ଷରୁ ନିକଟରେ ଜେଇଇ ଓ ନିଟ୍ ପରୀକ୍ଷା ଆୟୋଜିତ ହୋଇ ସାରିଛି। ଏହି କ୍ରମରେ ଅକ୍ଟୋବର ୧୨ରୁ ୧୯ ଯାଏଁ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆୟୋଜିତ ହେବ। … Read More

କରୋନା ପାଇଁ ସ୍ଥଗିତ ହେଲା OJEE ଅନ୍‌ଲାଇନ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ଭାଇରସକୁ ନଜରରେ ରଖି ଅନଲାଇନ୍ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇକୁ ଘୁଞ୍ଚାଇ ଦିଆଯାଇଛି । ପୂର୍ବରୁ ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ଓଜେଇଇ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଥିଲା । … Read More

ସେପ୍ଟେମ୍ବର ୯ରୁ ଓଜେଇଇ, ସରିବ ୧୫ରେ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ୯ରୁ ୧୫ ଯାଏ ହେବ ଓଜେଇଇ ପରୀକ୍ଷା । ଚଳିତବର୍ଷ ପ୍ରଥମଥର ପାଇଁ କମ୍ପ୍ୟୁଟର ଆଧାରରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା । ଓଜେଇଇ ପାଇଁ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ ପକ୍ଷରୁ … Read More

୩୧କୁ ଘୁଞ୍ଚିଲା ଓଜେଇଇ ଅନ୍‌ଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନ୍‌ଲାଇନ୍‌ ପଞ୍ଜୀକରଣ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏଥିସହ ପରୀକ୍ଷା କେନ୍ଦ୍ର ପାଇଁ ସହର ସଂଖ୍ୟାକୁ ମଧ୍ୟ ବଢାଯାଇଛି। ଏନେଇ ଓଜେଇଇ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। … Read More

ଜୁଲାଇ ୨୫ ପର୍ଯ୍ୟନ୍ତ ବଢିଲା ଓଜେଇଇ ପଞ୍ଜୀକରଣ ସମୟସୀମା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ଆବେଦନକୁ ପୁଣି ଘୁଞ୍ଚାଇ ଦିଆଯାଇଛି । ବିଭିନ୍ନ ପାଠ୍ୟକ୍ରମରେ ଅନଲାଇନ୍ ଆବେଦନ କରିବା ପାଇଁ ଓଜେଇଇର ୱେବ ପୋର୍ଟାଲ୍  ଖୋଲାଯାଇଛି । … Read More