ଆଜିଠୁ ଜଗା ଦର୍ଶନ କରିବେ ସାଧାରଣ ଭକ୍ତ
ପୁରୀ, (ଓଡିଶା ଟାଇମ୍) : ଆଜିଠୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ମାର୍କେଟ୍ ଛକ ଠାରୁ ସ୍ବତନ୍ତ୍ର ବ୍ୟାରିକେଡ୍ ଯୋଗେ ସିଂହଦ୍ବାରକୁ ଆସିବା ପରେ ଭକ୍ତମାନଙ୍କ ଫଟୋ ଉଠାଯିବା ସହ ହାତ ସାନିଟାଇଜ୍ କରି ଶ୍ରୀମନ୍ଦିରରେ ପ୍ରବେଶ କରିବାର … Read More