ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ … Read More