କରୋନାରେ ଜୀବନ ହାରିଲେ ବିଜେପି ବିଧାୟକ

ଡେରାଡୁନ, (ଓଡିଶା ଟାଇମ୍) :ଉତ୍ତରାଖଣ୍ଡର ବିଜେପି ବିଧାୟକ ସୁରେନ୍ଦ୍ର ସିଂ ଜୀନାଙ୍କର ପରଲୋକ ଘଟିଛି । ସେ କରୋନା ଭାଇରସରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ଦିଲ୍ଲୀସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ … Read More

ଡଃ ତ୍ରିପାଠୀଙ୍କ ଶିକ୍ଷାଦାନ ଶୈଳୀ ସ୍ୱତନ୍ତ୍ର ଥିଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶା ଶିକ୍ଷା ଗବେଷଣା ପ୍ରଶିକ୍ଷଣ ପ୍ରତି ନର ପୂର୍ବତନ ଯୁଗ୍ମ ନିର୍ଦ୍ଦେଶକ ତଥା ରେଭେନ୍‌ସା ବିଶ୍ୱ ବିଦ୍ୟାଳୟ ଶିକ୍ଷା ବିଭାଗର ବିଭାଗୀୟ ମୁଖ୍ୟ ଡଃ ବଂଶୀଧର ତ୍ରିପାଠୀଙ୍କ ବିୟୋଗରେ ଆଜି ପୂର୍ବାହ୍ନରେ ପୂଜ୍ୟ ପ୍ରଣାମ ଟ୍ରଷ୍ଟ … Read More

ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଓଡିଶା ହାଇକୋର୍ଟ ବାର୍ ଆସୋସିଏସନ୍‌ର ପୂର୍ବତନ ସଭାପତି … Read More

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ । ଗୁରୁବାର ସକାଳେ ଶ୍ବାସକ୍ରିୟାଜନିତ ସମସ୍ୟା ଦେଖାଦେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ … Read More

କନ୍ନଡ ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ରେଡ୍ଡିଙ୍କ ପରଲୋକ

ବେଙ୍ଗାଲୁର, (ଓଡିଶା ଟାଇମ୍) : ପରଲୋକର ପ୍ରସିଦ୍ଧ କନ୍ନଡ ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ରେଡ୍ଡିି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ବିଜୟ ରେଡ୍ଡିଙ୍କ ଦେହାନ୍ତରେ କନ୍ନଡ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ତାରକାଙ୍କଠାରୁ ଆରମ୍ଭ କରି ସାମାଜିକ ଗଣମାଧ୍ୟମରେ … Read More

ପଞ୍ଚଭୂତରେ ଲୀନ ହେଲେ ପ୍ରଦୀପ ମହାରଥୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୁରୀ ସ୍ବର୍ଗଦ୍ବାରରେ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମହାରଥୀଙ୍କ ପାର୍ଥିବ ଶରୀରକୁ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯାଦା ସହ ତାଙ୍କର ଶେଷକୃତ୍ୟ କରାଯାଇଛି । ସ୍ବର୍ଗଦ୍ବାରରେ ତାଙ୍କୁ ଭଲ ପାଉଥିବା ଲୋକ, ପରିବାର ସଦସ୍ୟ ଏବଂ ବିଭିନ୍ନ … Read More

ପରଲୋକରେ ମହାରଥୀ ; ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ବର, (ଓଡିଶା ଟାଇମ୍) :ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ତଥା ବିଜେଡ଼ିର ଜଣେ ଟାଣୁଆ ନେତା ପ୍ରଦୀପ ମହାରଥୀ। ବିଧାନସଭା ପରିସରରେ ମହାରାଥୀଙ୍କ ପାର୍ଥିବ ଶରୀର ପହଞ୍ଚି ସାରିଛି। ଭୁବନେଶ୍ୱର ସରକାରୀ ବାସଭବନରୁ ତାଙ୍କର ପାର୍ôଥବ ଶରୀର ନିଆଯାଇଛି।ପ୍ରଥମେ … Read More

ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ‘ଯଥାର୍ଥରେ ସେ ଥିଲେ ଜନତାଙ୍କ ନେତା’

ଭୁବନେଶ୍ବର, (ଓଡିଶା ଟାଇମ୍) :ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ମହାରଥୀଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ଜଣେ ନିଷ୍ଠାବାନ ଓ ବରିଷ୍ଠ ନେତାଙ୍କୁ ହରାଇଛି … Read More

ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଛି। ଶନିବାର ରାତ୍ରି ୨ଟା ୩୬ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା।, ସୂଚନାଅନୁସାରେ, ଶ୍ରୀ ମହାରଥୀ … Read More

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଯଶୱନ୍ତ ସିଂ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ପ୍ରତିରକ୍ଷା, ବୈଦେଶିକ … Read More